ଯୋବ୍ରା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ
କଟକ ୨୯-୦୧-୨୦୨୫(ପିପିଏସ ) : ଯୋବ୍ରା ହାଇସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ସକାଳ ୧୦ ଘଟିକା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଡକ୍ଟର ରାଜଶ୍ରୀ ସାହୁଙ୍କ ସଭାପତିତ୍ୱରେ ଉଦ୍ଘାଟକ ରୂପେ ଡାକ୍ତର ଉମେଶ ରାୟଙ୍କ ଦ୍ବାରା ଆରମ୍ଭ ହୋଇ ପୁରସ୍କାର ବିତରଣ କରାଯାଇଥିଲା। ଅପରାହ୍ନର!-->…