ଋଣ କରିବ ଦେଶର ସବୁଠୁ ବଡ଼ ଋଣଦାତା
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ଏବେ ଦେଶର ସବୁଠାରୁ ବଡ଼ ଋଣଦାତା ହିସାବରେ ଜଣାଶୁଣା । କିନ୍ତୁ ଏବେ ସବୁଠୁ ବଡ଼ ଋଣଦାତା ସବୁଠୁ ବଡ଼ ଋଣ କରିବାକୁ ପ୍ରସ୍ତୁତି ଚଳାଇଛି । ବ୍ୟାଙ୍କ ପ୍ରାୟ ୧୦ ବିଲିୟନ ଡଲାର ଋଣ ନେବାକୁ ଯୋଜନା କରୁଛି ।
ମୁମ୍ବାଇ/ଭୁବନେଶ୍ୱର!-->!-->!-->!-->!-->…