ବ୍ୟାଙ୍କ ଯିବାକୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
‘ଏନ୍ପିସିଆଇଜନିତ ସମସ୍ୟା ଥିଲେ ବ୍ୟାଙ୍କ ଯାଆନ୍ତୁ ମହିଳା, ମିଳିଯିବ ସୁଭଦ୍ରା ଟଙ୍କା’
ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାର ନଥିବା ମହିଳା ଆବେଦନକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଙ୍ଗଳବାର!-->!-->!-->…