ନାଗା ସାଧ୍ବୀ ହୋଇଗଲେ ମମତା କୁଲକର୍ଣ୍ଣି
ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣି ଏବେ ପୁରୁଣା ଜୀବନକୁ ତ୍ୟାଗ କରି ନାଗା ସାଧ୍ବୀ ହୋଇଛନ୍ତି ଓ ମହାମଣ୍ଡଳେଶ୍ୱର ଉପାଧି ଗ୍ରହଣ କରିଛନ୍ତି । ସେ ସଙ୍ଗମରେ ନିଜର ପିଣ୍ଡଦାନ କରି ସନ୍ୟାସ ଗ୍ରହଣ କରିଥିଲେ ଓ ନୂଆ ନାମ ଶ୍ରୀ ୟାମି ମମତାନନ୍ଦ ଗିରି ଗ୍ରହଣ କରିଥିଲେ ।
!-->!-->!-->…