ଫାୟାରମ୍ୟାନ୍ ପଦ ନିଯୁକ୍ତି ପ୍ରକ୍ରିୟା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଫାୟରମ୍ୟାନ ନିଯୁକ୍ତିରେ ମୋଟ ପଦବିର ୧୦ ପ୍ରତିଶତ ଗୃହରକ୍ଷୀ ଭାବେ କାର୍ଯ୍ୟରତ ପ୍ରାର୍ଥୀଙ୍କ ଦ୍ବାରା ପୂରଣ କରାଯିବ। ଏହି ପ୍ରସଂଗ ନେଇ ଦାୟର ମାମଲା ଗୁଡ଼ିକର ଡକ୍ଟର ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ନେଇ ଗଠିତ ଖଣ୍ଡପୀଠରେ ଶୁଣାଣି ସମୟରେ ସରକାରଙ୍କ ତରଫରୁ ଦାଖଲ ଅତିରିକ୍ତ!-->…