ନିମ୍ନମାନର ରାଜରାସ୍ତା: ବର୍ଷକରେ ଉଠିଲା ପିଚୁ

ରାଣୀଗଡ଼ରୁ ବାଲିପୁଜାରୀପୁଟ ପର୍ଯ୍ୟନ୍ତ ୨କିଲୋମିଟର ରାସ୍ତା। ଏଥି ପାଇଁ ୫୦ଲକ୍ଷ ଟଙ୍କା ଖର୍ଚ୍ଚ ବି କରାଯାଇଥିଲା। ଅଦିନିଆ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। କୋରାପୁଟ/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ପୂର୍ତ୍ତବିଭାଗ ପକ୍ଷରୁ ମାତ୍ର ବର୍ଷକ ତଳେ ପୁନଃରୁଦ୍ଧାର

କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଧାରଣା

କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଧାରଣା ଦେଇଛନ୍ତି। ସୁନାବେଡ଼ାରେ ଥିବା ମୁଖ୍ୟ କ୍ୟାମ୍ପସର ଫାଟକ ନିକଟରେ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ। ହଷ୍ଟେଲରେ ନିମ୍ନମାନର ଖାଇବା, ପାଣି ସମସ୍ୟା ଏଵଂ ହଷ୍ଟେଲ ଠିକ୍ ପରିଚାଳିତ ହେଉନଥିବା ଅଭିଯୋଗରେ ଆନ୍ଦୋଳନକୁ

କୁହୁଡ଼ିର ବଳୟ ଭିତରେ ଜି ଉଦୟଗିରି; ପାରଦ ୧୪ଡିଗ୍ରି ରେକର୍ଡ

ଘୁ.ଉଦୟଗିରି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ଶୀତ ଏକ ପ୍ରକାର ଲୁଚକାଳି ଖେଳ ଖେଳୁଛି। ସହରର ତାପମାତ୍ରା ବଢୁଛି-ଖସୁଛି। ଶୀତର ପ୍ରକୋପ ସେତେ ମାତ୍ରାରେ ଅନୁଭବ ହୋଇନଥିଲେ ମଧ୍ୟ ଗତ ଦୁଇଦିନ ଭିତରେ ତାପମାତ୍ରା ତଳକୁ ଖସି ଆଜି ୧୪ ଡିଗ୍ରି ଥିବା ସୂଚନା ମିଳିଛି। ଲଗାତାର

ଅନାହାରରେ ସାତଭାୟାର ୮୦୦ ଗୋରୁ: ଚାରିଆଡ଼େ ଲୁଣିପାଣି, ଖାଇବାକୁ ଖାଦ୍ୟ ନାହିଁ

ବଙ୍ଗୋପସାଗର କୂଳ ସାତଭାୟାର ପୁରୁଣା ଜନବସତି ଅଞ୍ଚଳରେ ପଶୁଙ୍କ ପାଇଁ ଭୟଙ୍କର ଖାଦ୍ୟାଭାବ ଦେଖାଦେଇଛି। ସେଠାରେ ୮୦୦ରୁ ଅଧିକ ଗାଈ, ବାଛୁରୀ ଓ ଷଣ୍ଢ ଅନାହାରରେ ଅଛନ୍ତି। ନା’ ଖାଇବାକୁ ପାଉଛନ୍ତି ନା’ ପିଇବାକୁ ପାଣି ମିଳୁଛି। ରାଜନଗର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ବଙ୍ଗୋପସାଗର

ଓଡ଼ିଶା ନର୍ସିଙ୍ଗ କ୍ୟାଡରର ଡ୍ରେସ କୋଡ୍ ପରିବର୍ତ୍ତନ

ସେବାକ୍ଷେତ୍ରରେ ଓଡ଼ିଆ ଅସ୍ମିତାର ଝଲକ ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଏଣିକି ଓଡ଼ିଶାର ସେବା କ୍ଷେତ୍ରରେ ବି ଦେଖିବାକୁ ମିଳିବ ଓଡ଼ିଆ ଅସ୍ମିତାର ଝଲକ। ଏନେଇ ପୂର୍ବରୁ ନର୍ସିଂ ସଂଘ ଦାବି କରି ଆସୁଥିବାବେଳେ ଏବେ ଏହି ଦାବି ପୂରଣ ହୋଇଛି। ଏନେଇ ସହମତି ପ୍ରଦାନ କରିଛି ରାଜ୍ୟ

କଟକ ଗଣଦୁଷ୍କର୍ମ ଘଟଣା: ସପ୍ତମ ଅଭିଯୁକ୍ତ ପିଛାରେ ପୁଲିସ

କଟକର ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସପ୍ତମ ଅଭିଯୁକ୍ତର ପତ୍ତା ମିଳୁନାହିଁ। ଏହି ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଆରମ୍ଭ କରିଛି। ଅନ୍ୟପଟେ ଗିରଫ ୬ ଅଭିଯୁକ୍ତଙ୍କ ଠାରୁ ଜବତ କଟକ, ୧୧-୧୧-୨୦୨୪(ପିପିଏସ ) : କଟକର ଜଣେ କଲେଜ ଛାତ୍ରୀଙ୍କୁ

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ: ଯୋଗାଣ ସହାୟକ ଗିରଫ

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ଯୋଗାଣ ସହାୟକ ଗିରିଶ ସାହୁଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ତାଙ୍କୁ ଛତିଶଗଡ଼ରେ ନିଜର ଜଣେ ସଂପର୍କୀୟଙ୍କ ଘରୁ ଗିରଫ କରିଛି ପୁଲିସ୍। ଆଗଲପୁର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚାଉଳ ଦେବା ନାଁରେ

ହଟିଲେ ମହିଳା କମିଶନ ଅଧକ୍ଷା

ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରା ହଟିଛନ୍ତି। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ମାସ ୨୩ ତାରିଖରେ ସରକାର ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବରଖାସ୍ତ କରିଥିଲେ। ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ

ସଅଳ ବନ୍ଧାହେବ ନୀଳଚକ୍ର ବାନା

ଆଜି ଅପରାହ୍ନ ସାଢ଼େ ୩ଟାରୁ ୪ଟା ମଧ୍ୟରେ ପତିତପାବନ ବାନା ବନ୍ଧା ହେବ। ଚୁନରା ସେବକମାନଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ୱଜା ବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ପୁରୀ/ଭୁବନେଶ୍ୱର

ମହାକୁମ୍ଭ ମେଳା ପାଇଁ ବଢ଼ିଲା ହୋଟେଲ ଦର

ସରକାରଙ୍କ ଆଦେଶକୁ ଅଣଦେଖା କୁମ୍ଭମେଳାରେ ବୁଡ଼ ପକାଇଲେ ପାପ ଧୋଇଯାଏ। ଏଥି ପାଇଁ ଲୋକେ ହଜାର ହଜାର କିଲୋମିଟର ଦୂର ଅତିକ୍ରମ କରି କୁମ୍ଭମେଳାରେ ଯୋଗ ଦେଇଥାନ୍ତି। ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆସନ୍ତା ଜାନୁଆରି ମାସରେ ମହାକୁମ୍ଭ ମେଳାର ଆୟୋଜନ ହେବ। ଭିଡକୁ ଦୃଷ୍ଟିରେ ରଖି ହୋଟେଲ