ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ: ବିଏମ୍ସି ଘେରିଲା ଛାତ୍ର କଂଗ୍ରେସ
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ପଡ଼ି ନାହିଁ।
ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଗାଡ଼କଣ!-->!-->!-->…