ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିଲେ, ସିଏ ହିଁ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ…
ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ତାହା ଆଜି ପ୍ରମାଣିତ ହେବାକୁ ଯାଉଛି। ଆଜି ଏଭଳି କହିଛନ୍ତି ବରଗଡ଼ ସାଂସଦ ପ୍ରଦୀପ!-->…