ଓଏଚ୍‌ଆରସିରେ ପହଁଚିଲା ଆମ୍ବଟାକୁଆ ମାମଲା

ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ଓଡିଶା ମାନବାଧିକାର କମିସନ ଅବଗତ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ, ସ୍ବାସ୍ଥ୍ୟ ବିଭାଗ ସଚିବ ଏବଂ  କନ୍ଧମାଳ ଜିଲ୍ଲାପାଳଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) :

ଟ୍ରମ୍ପଙ୍କ ବିଜୟ ପରେ କମିଚାଲିଛି ସୁନା, ଦୁଇଦିନରେ କମିଲା ୨୧୦୦ ଟଙ୍କା

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଡଲାର ମଝବୁତ ହେବା କାରଣରୁ ସୁନା ଉପରେ ନିବେଶକଙ୍କ ଫୋକସ କମିବା ଆଶଙ୍କା ମଧ୍ୟରେ ଦର କମୁଛି । ନୂଆଦିଲ୍ଲୀ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଆମେରିକା

୧୭ ବର୍ଷ ପରେ ଗୋଟିଏ ଦଳରେ ଖେଳିବେ ଭାରତ-ପାକିସ୍ତାନର ଖେଳାଳି, ପୁଣି ଆରମ୍ଭ ହେବ ଏହି ଟୁର୍ନାମେଣ୍ଟ !

ଆଫ୍ରୋ-ଏସିଆ କପରେ ଏସିଆ ଏକାଦଶ ଏବଂ ଆଫ୍ରିକା ଏକାଦଶ ଦଳ ମୁହାଁମୁହିଁ ହୋଇଥାନ୍ତି। ଏହି ଟୁର୍ନାମେଣ୍ଟରେ ଭାରତୀୟ ଏବଂ ପାକିସ୍ତାନୀ ଖେଳାଳିମାନେ ଏକାଠି ଖେଳୁଥିବା ଦେଖିବାକୁ ମିଳିବ, ଯେଉଁମାନଙ୍କ ମଧ୍ୟରେ ଗତ ଦେଢ଼ ଦଶନ୍ଧି ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଇ ନାହିଁ

ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ

ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ): ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି।

ବାର୍‌ହା ଫାସରୁ ଉଦ୍ଧାର କଲପତରିଆ ଗଲା ନନ୍ଦନକାନନ

ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ବନାଞ୍ଚଳ ଅନ୍ତର୍ଗତ ଅସନବାହାଳି ଗ୍ରାମ ରିଜର୍ଭ ଜଙ୍ଗଲରେ ଆଜି ସକାଳୁ ବାର୍‌ହା ଫାସରେ ଫସିଥିବା କଲରାପତରିଆକୁ ବନ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଛନ୍ତି। ଏହି ବାଘକୁ ଏକ ସ୍ବତନ୍ତ୍ର ବାହନରେ ନନ୍ଦନକାନନ ପଠାଯାଇଛି। କଙ୍କଡ଼ାହାଡ଼/ଭୁବନେଶ୍ୱର

ସମ୍ବଲପୁରକୁ ଆଧୁନିକ ସହର କରିବା :ଧର୍ମେନ୍ଦ୍ର ପ୍ରଧାନ

‘ଦୀପାବଳି ବନ୍ଧୁମିଳନ’ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁର/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ସମ୍ବଲପୁର ସହରରେ ସ୍ୱଚ୍ଛତା, ପାନୀୟ ଜଳ, ଡ୍ରେନେଜ, ସ୍ୱାସ୍ଥ୍ୟସେବା, ରାସ୍ତାଘାଟ, ଷ୍ଟ୍ରିଟ୍ ଲାଇଟ୍ ସମସ୍ୟାର ସମାଧାନ ସହ ରେଳ ଷ୍ଟେସନ ଆଦିର ଉନ୍ନତି ପାଇଁ

ଛଟ୍‌ ପୂଜା: କୁଆ‌ଖାଇ ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଲେ ଶ୍ରଦ୍ଧାଳୁ

ଭୁବନେଶ୍ବରର କୂଆଖାଇ ନଦୀପଠାରେ ବ୍ରତାଧାରୀମାନେ ଆଜି ସୂର୍ଯ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର ବ୍ରତଧାରୀ ମହିଳା ଅସ୍ତଗାମୀ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ସେମାନେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ

ଉପର ପଡିଆରେ ବାଲିଯାତ୍ରା ପାଇଁ ଅନୁମତି

ବାଲିଯାତ୍ରାରେ ରାସ୍ତାକଡ଼ରେ ବ୍ୟବସାୟକୁ ସମ୍ପୂର୍ଣ ନିଷେଧ କଲେ ହାଇକୋର୍ଟ ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ

ବିଜେପିରେ ଯୋଗ ଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର ବହୁ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି।  ଯାଜପୁର/ଭୁବନେଶ୍ୱର

ମହଙ୍ଗା ପଡିଲା ରାଗିଂ

ଯାନ୍ତ୍ରିକ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବଡ଼ ପଦକ୍ଷେପ : ବ‌ହିଷ୍କାର ପରେ ୫ ଛାତ୍ର ଗିରଫ କେନ୍ଦୁଝର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ରେ ଛାତ୍ରଙ୍କୁ ରାଗିଂ କରିବା ଅଭିଯୁକ୍ତ ଛାତ୍ରଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ