ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) :

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ୱାରା “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକ…

ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକକୁ ଉନ୍ମୋଚନ କରିଛନ୍ତି । ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକଙ୍କ ଦ୍ୱାରା

ଭୁଶୁଡ଼ିଲା ବୁଲେଟ ଟ୍ରେନ ପାଇଁ ନିର୍ମାଣାଧୀନ ପୋଲ : ୨ ମୃତ

ଅହମ୍ମଦାବାଦ-ମୁମ୍ବାଇ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ନିର୍ମାଣକାର୍ଯ୍ୟ ଚାଲିଥିବା ସମୟରେ ଏକ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ପଡ଼ିଛି। ଏହାଫଳରେ ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ ୨ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି ।  ଅହମଦାବାଦ/ଭୁବନେଶ୍ୱର

ରାଢୋ ଗ୍ରାମ୍ୟ ରାସ୍ତା ଅବସ୍ଥା ଦୟନୀୟ

ଭଦ୍ରକ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ବଡ଼ବଡ଼ ଗ୍ରାମ ଓ ପଡ଼ାକୁ ଗମନାଗମନ ସୁବିଧା ପାଇଁ କେନ୍ଦ୍ର ଠାରୁ ରାଜ୍ୟ ସରକାରଙ୍କ ଯାଏଁ କୋଟିକୋଟି ଟଙ୍କା ବ୍ୟୟ କରୁଛନ୍ତି । ପ୍ରଧାନମନ୍ତ୍ରୀ ଗ୍ରାମସଡକ ସହିତ ମୁଖ୍ୟମନ୍ତ୍ରୀ ଗ୍ରାମ ସଡ଼କ ଓ ଅନ୍ୟାନ୍ୟ ଯୋଜନାରେ ନୂତନ ରାସ୍ତା ନିର୍ମାଣ ହେଉଥିବା

ପ୍ରଜାତନ୍ତ୍ରର ପ୍ରଭାବ, ଚର୍ଚ୍ଚିକା ପ୍ରାଥମିକ ବିଦ୍ୟାଳରେ ମଧ୍ୟାହ୍ନଭୋଜନ କେଳେଙ୍କାରୀ, ତଦନ୍ତ କଲେ ଦୁଇ ଅଧିକାରୀ…

ଗୋପ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଗୋପ ବ୍ଲକ ଷୋଳପୁର ଚର୍ଚ୍ଚିକା ସରକାରୀ ନୋଡାଲ ବିଦ୍ୟାଳୟର ମଧ୍ୟାହ୍ନ୍ନ ଭୋଜନ କେଳେଙ୍କାରୀ ସମ୍ପର୍କିତ ଖବର ଗତକାଲି ପ୍ରକାଶ ପାଇବା ପରେ ଆଜି ଦୁଇ ଅଧିକାରୀ ବିଦ୍ୟାଳୟରେ ପହଁଚି  ତଦନ୍ତ କରିଛନ୍ତି। ସୂଚନା ଅନୁସାରେ ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

୧୦୦ ସିଟ୍‌ରେ ପାଠପଢ଼ା ‌ପାଇଁ ଆବେଦନ କରାଯିବ ଅନୁଗୁଳ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଅନିଶ୍ଚିତତା ଘେରରେ ରହିଥିବା ତାଳଚେରସ୍ଥିତ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ଡାକ୍ତରଖାନା କାର୍ଯ୍ୟକ୍ଷମ ‌ହେବା ନେଇ ପୁଣି ଆଶା ସଂଚାର ହୋଇଛି। ଏହି ମେଡିକାଲ କଲେଜ ପରିଚାଳନା ନେଇ

ହ୍ୟୁଷ୍ଟନ୍‌ରେ ଆୟୋଜନ ହେବନି ଅଦିନିଆ ରଥଯାତ୍ରା, ବାତିଲ କଲା ଇସ୍କନ୍‌

ମହାପ୍ରଭୁଙ୍କ ଭକ୍ତଙ୍କ ପାଇ ଭଲ ଖବର ଆସିଛି। କୋଟିକୋଟି ଓଡ଼ିଆ ଯାହା ଦାବି କରୁଥିଲେ, ତାହା ହିଁ ହୋଇଛି। ଇସ୍କନ୍‌ର ପ୍ରତକ୍ଷ୍ୟ ତତ୍ବାବଧାନରେ ଆମେରିକୀୟ ସହର ହ୍ୟୁଷ୍ଟନ୍‌ରେ ଆୟୋଜନ ହେବାକୁ ଥିବା ରଥଯାତ୍ରା ବାତିଲ ହୋଇଛି। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଜଗନ୍ନାଥପ୍ରେମୀଙ୍କ

ପୁଣି ବୋମା ଆତଙ୍କ: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

ପୁଣି ବିମାନରେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିମାନବନ୍ଦରରେ ଇଣ୍ଡିଗୋ ବିମାନର ହେଲା ଜରୁରୀ ଅବତରଣ କରିଥିବାର ଖବର ମିଳିଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ କରିଛି ବିମାନ। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ପୁଣି ବିମାନରେ ବୋମା

ନନ୍ଦନକାନନ ଏକ୍ସପ୍ରେସ ଉପରକୁ ଗୁଳିମାଡ଼, କାରଣ ଅସ୍ପଷ୍ଟ

ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଭଦ୍ରକ-ବାଉଦପୁର ସେକସନ୍ ମଝିରେ ଏହି ଗୁଳିମାଡ଼ ହୋଇଥିବା ଜଣାଯାଇଛି। ଭଦ୍ରକ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ନୂଆଦିଲ୍ଲୀରୁ

ଅବକାରୀ ବିଭାଗ ନିଷ୍କ୍ରିୟ! ମଦ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ଗୋଷ୍ଠୀ

ମଦ ଯୋଗୁଁ ସମାଜ ଆଜି ବାଟବଣା ହେବାକୁ ଲାଗିଲାଣି। ଯୁବପିଢି ବିପଥଗାମୀ ହେବାରେ ଲାଗିଛନ୍ତି। ଘର ସଂସାର ଉଜୁଡିବାରେ ଲାଗିଛି। ଘରୋଇ ହିଂସା ବୃଦ୍ଧି ପାଇବାରେ ଲାଗିଛି। ମହିଳାମାନେ ପ୍ରତ୍ୟକ ଦିନ ନିର୍ଯାତିତ ହେବାରେ ଲାଗିଛନ୍ତି। ଘୁ.ଉଦୟଗିରି/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) :