ଓଏଏସ୍ ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ନିଯୁକ୍ତ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। ଜୁନ୍ ମାସରେ ତ୍ରିଲୋଚନ ମହାନ୍ତି ଏବଂ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତ କରାଯାଇଥିଲା
!-->!-->!-->…