ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିର୍ମାଣ ହେବ ସ୍ଥାୟୀ ରଂଗମହଲ
ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର ବଡ଼ ଘୋଷଣା କରିଛନ୍ତି। ଏହି ଭବ୍ୟ ସମାରୋହରେ ଯୋଗ ଦେଇ ସେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଧନୁଯାତ୍ରାର ଅନୁଦାନ ରାଶି ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଉଛି।
!-->!-->!-->…