ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।
ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) :!-->!-->!-->…