୩୧ ଜାନୁଆରି ଇ-କେୱାଇସି ପାଇଁ ଶେଷ ତାରିଖ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କଲେ କାର୍ଡ କଟିଯିବ । ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ!-->!-->!-->…