ବଢ଼ିଲା ଏଲ୍‌ପିଜି ଦର; ଆହୁରି ୬୨ ଟଙ୍କା ଅଧିକରେ କିଣିବେ ଗ୍ରାହକ

ଦୀପାବଳି ପରେ ପରେ ଲୋକଙ୍କୁ ଲାଗିଛି ବଡ଼ ଧରଣର ଝଟ୍‌କା। ଆଜିଠାରୁ ଏଲ୍‌ପିଜି ଗ୍ୟାସ୍‌ର ଦର ୬୨ ଟଙ୍କା ବୃଦ୍ଧି ପାଇଛି। ତୈଳ କମ୍ପାନି ୧୯ କିଲୋର ବାଣିଜ୍ୟିକ ସିଲିଣ୍ଡର୍‌ ଉପରେ ଏଲ୍‌ପିଜି ଦର ବୃଦ୍ଧି କରିଥିବା ସୂଚନା ରହିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) :

ପୁଣି ମହଙ୍ଗା ମାଡ଼: ବଢ଼ିଲା ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଉପଭୋକ୍ତାଙ୍କ ଉପରେ ଗୋଟିଏ ପରେ‌ ଗୋଟିଏ ମହଙ୍ଗା ମାଡ଼ ଜାରି ରହିଛି। ପେଟ୍ରୋଲ ଡିଜେଲ ଦର ବୃଦ୍ଧି ପାଇଛି। ଦୀପାବଳି ଉତ୍ସବରେ ବୁଡି ରହିଥିବା ଲୋକଙ୍କୁ ପୁଣି ଥରେ ମୁଦ୍ରାସ୍ଫୀତିର ସମ୍ମୁଖୀନ ହେବାକୁ ପଡ଼ିବ।  ୧ ନଭେମ୍ବରଠାରୁ ନୂତନ ଦର

ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡିଶା!

ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଆସୁଛି ଆଉ ଏକ ଲଘୁଚାପ । ପୁଣି ଭିଜିବ ଓଡିଶା । ୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ଆନ୍ଧ୍ରରେ ବର୍ଷା ସମ୍ଭାବନା ରହିଛି । ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ

ୟୁରୋପ ପାଇଁ ଇନ୍ଧନ ଯୋଗାଣରେ ଆଗୁଆ ଭାରତ

ଇନ୍ଧନ ଯୋଗାଣ ମାମଲାରେ ଭାରତ ୟୁରୋପର ଏକ ପ୍ରମୁଖ ଯୋଗାଣକାରୀ ପାଲଟିଛି। କରୋନା ମହାମାରୀ ସମୟରେ ୟୁରୋପର ତୈଳ ବିଶୋଧନାଗାର ବନ୍ଦ ହେବା ଏବଂ ପରେ ରୁଷିଆ-ୟୁକ୍ରେନ ଯୁଦ୍ଧ ଭାରତକୁ ଇନ୍ଧନ ଯୋଗାଣ ପାଇଁ ଏକ ସୁଯୋଗ ଦେଇଥିଲା। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଇନ୍ଧନ

ବିପଦସଂକୂଳ ଅବସ୍ଥାରେ ମାଲକାନଗିରି ଜିଲ୍ଲାର ଶତାଧିକ ବିଦ୍ୟାଳୟ ଗୃହ

ମାଲକାନଗିରି ଜିଲ୍ଲାର ସାତୋଟି ବ୍ଲକରେ ଭୁଶୁଡି ପଡିଛି ଶିକ୍ଷା ବ୍ୟବସ୍ଥା। କେଉଁଠି ବିଦ୍ୟାଳୟ ଅଛି ତ  ଛାତ୍ରଛାତ୍ରୀ ନାହାନ୍ତି ତ ଆଉ କେଉଁଠି ଭଙ୍ଗା ଦଦରା କୋଠାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଅଧିକାଂଶ ସ୍କୁଲରେ ପ୍ରଥମରୁ ପଞ୍ଚମ ଯାଏଁ ଥିବା ବେଳେ ମାତ୍ର ରହିଛନ୍ତି ଜଣେ ମାତ୍ର

ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ

ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହ ଅଗ୍ନିକାଣ୍ଡ ଘଟି କେତେକ ଦୋକାନର ସାମଗ୍ରୀ ଜଳିପୋଡ଼ିପାଉଁଶ ହୋଇଯାଇଛି। ଭୁବନେଶ୍ୱର,୦୧-୧୧-୨୦୨୪(ପିପିଏସ):ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ 

ଜନ୍ମମାଟିରେ  କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ  ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି।

ପୁରୀରେ ବାଣ ବିସ୍ଫୋରଣ

ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଖି ବୁଜିଲେ ଯୁବକ ପୁରୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁରେ ବାଣ ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର

ଏ ଏସ ଆଇର ମନମାନି:ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ

ଆମ୍ବୁଲାନ୍ସ ପାଇଁ ବି ଫିଟୁନି ତାଲା କୋଣାର୍କ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ବିଶ୍ଵ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ସୁରକ୍ଷା ଓ ସଂରକ୍ଷଣ ଦାୟିତ୍ଵରେ ଥିବା ଏ ଏସ ଆଇର ମନମାନି ଦିନକୁ ଦିନ ବୃଦ୍ଧି ପାଉଥିବା ସାଧାରଣରେ ଅଭିଯୋଗ ହୋଇଛି। କେନ୍ଦ୍ର ସରକାରଙ୍କ ଅଧିନରେ

୪୦୮ ଗାଁକୁ ଡିବିରି ଭରସା: ପାଖରେ ଦୁଇଟି ଜଳବିଦ୍ୟୁତ୍‌ ପ୍ରକଳ୍ପ ଥାଇ ବି ଅନ୍ଧାରରେ ଗ୍ରାମବାସୀ

କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍‌ ସେବା ସ୍ବପ୍ନ ପାଲଟିଛି। ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି। ପାଠପଢ଼ାଠୁ ରାତ୍ରି ଭୋଜନ, ଜାନିଯାତ୍ରା, ସାଂସ୍କୃତିକ କାର୍ଯ୍ୟକ୍ରମ ସବୁକିଛି ଏମାନେ ଡିବିର ଆ‌ଲୁଅ ମାଧ୍ୟମରେ ହିଁ କରିଥାନ୍ତି।