ଗିରଫ ହେଲେ ବିଜେଡି ନେତା ରାଜା ଚକ୍ର
୧୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗ
ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ!-->!-->!-->…