ପରକ୍ରିୟାରୁ ଗଡ଼ିଲା ୫ ମୁଣ୍ଡ

ସୁନ୍ଦରଗଡ଼ରେ ୩ ମହିଳାଙ୍କ ସମେତ ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ  ସୁନ୍ଦରଗଡ଼/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଗୋଷ୍ଠୀ ସଂଘର୍ଷ କାରଣରୁ ୩ ଜଣ ମହିଳାଙ୍କ ସମେତ ପାଞ୍ଚ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଛି। ଏହି ଘଟଣାରେ ଅନ୍ୟ ୪ ଜଣ

ଶ୍ରୀମନ୍ଦିରରେ ବନକଲାଗି ନୀତି: ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

ପୁରୀ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା

ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ

ପତ୍ନୀଙ୍କୁ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ପ୍ରଦାନ କରିଥିଲେ ଭୁବନେଶ୍ୱର ଏଡିଜେ କୋର୍ଟ। ଏହା ହାଇକୋର୍ଟରେ କାଏମ ରହିଛି। କଟକ, ୩୦-୧୦-୨୦୨୪ (ପିପିଏସ ):

ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ୩ ବର୍ଷ ଜେଲଦଣ୍ଡ, ୧ ଲକ୍ଷ ଟଙ୍କା ଜରିମାନା

ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ତିନି ବର୍ଷ ଜେଲଦଣ୍ଡ ଓ ୧ ଲକ୍ଷ ଟଙ୍କା ଜରିମାନା ହୋଇଛି। ସୁନ୍ଦରଗଡ଼ ଭିଜିଲାନ୍ସ ବିଭାଗର ସ୍ବତନ୍ତ୍ର ଜଜ ସସ୍ମିତା ପରହୀ ଜିଲ୍ଲାର ବଣାଇ ତହସିଲ ଅଧୀନରେ କାର୍ଯ୍ୟ କରିଥିବା ନୃସିଂହ ଚରଣ ତ୍ରିପାଠୀ (୭୮)ଙ୍କ ବିରୋଧରେ ହୋଇଥିବା ମାମଲାର ବିଚାର କରି

ଦୀପାବଳିରେ ଏସବୁ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ବାଣଫୁଟା ବନ୍ଦ

ଦୀପାବଳି ଖୁସି ଏବଂ ଆଲୋକର ପ୍ରତୀକ। କିନ୍ତୁ ଚଳିତ ବର୍ଷ କେତେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବାଣଫୁଟା ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି... ନୂଆଦିଲ୍ଲୀ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ପରିବେଶ ଏବଂ ସ୍ୱାସ୍ଥ୍ୟ ସମସ୍ୟାକୁ ଦୃଷ୍ଟିରେ ରଖି  

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ। ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ

ନଭେମ୍ବର ୨୬ରୁ ପ୍ରଥମ ଶୀତକାଳୀନ ଅଧିବେଶନ

ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ତାରିଖ ଠାରୁ ଆରମ୍ଭ ହୋଇ ୩୫ ଦିନ ପରେ ଶେଷ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଚାଲିବ। ଏହାରି ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଇଛି।  ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ମୋହନ ସରକାରଙ୍କ

ଅବ୍ୟବସ୍ଥା ଘେରରେ ଓଡ଼ିଶାର ସର୍ବବୃହତ କଟକ ପଶୁ ଚିକିତ୍ସାଳୟ

କଟକ,୩୦-୧୦-୨୦୨୪ (ପିପିଏସ ) : ଓଡ଼ିଶାର ସର୍ବବୃହତ କଟକ ଭେଟନାରୀ ହସ୍ପିଟାଲ ଏବେ ଅବ୍ୟବସ୍ଥା ଘେରରେ ରହିଛି। ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋସ ବୁଧବାର ବକ୍ସି ବଜାରସ୍ଥିତ ଏହି ସରକାରୀ ପ୍ରାଣୀ ଚିକିତ୍ସାଳୟକୁ ଅଚାନକ ଗସ୍ତ କରି ନବ ନିର୍ମିତ ଅଫିସ୍ ବୁଲିବା ସହ ସେଠାରେ

ଓଡିଶାକୁ ଫେରିବ ପୋସ୍କୋ : ସାଂସଦ ବିଭୁ ତରାଇ

ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଜେଏସଡବ୍ଲୁ ସହ ମିଶି ପୋସ୍କୋ ବୃହତ୍ ପ୍ରକଳ୍ପ ସ୍ଥାପନ କରିବାକୁ ଆଗ୍ରହ ପ୍ରକାଶ କରିଥିବା ସୂଚନା ମିଳିଛି। ଏନେଇ ଜଗତସିଂପୁର ସାଂସଦ ବିଭୁ ତରାଇ କହିଛନ୍ତି, ସ୍ଥିର ସରକାର ରହିଲେ ଶିଳ୍ପପତିଙ୍କ ଆସ୍ଥା ବଢେ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର

ଏସସିବିର ଏମ୍ସପ୍ଲସ ନିର୍ମାଣକୁ ନେଇ ପ୍ରଶ୍ନ ଉଠାଇଲେ ବିଧାୟିକା ସୋଫିଆ ଫିର୍ଦୋସ

କଟକ,୩୦-୧୦-୨୦୨୪ (ପିପିଏସ ) : ଏସସିବି ମେଡିକାଲର ନବନିର୍ମାଣ ବା ଏମ୍ସପ୍ଲସକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦୋସ। ଆସନ୍ତାବର୍ଷ ଡିସେମ୍ବର ମାସରେ ଏହାକୁ ଉଦଘାଟନ କରିବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ ନିର୍ମାଣ କାର୍ଯ୍ୟ ବହୁତ ମନ୍ଥର ଗତିର ଚାଲିଛି ବୋଲି