୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ!-->!-->!-->…