ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକାଥରେ ସୁଭଦ୍ରାର ଦୁଇଟି କିସ୍ତି ମିଳିବ
ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୌଣସି ସୂଚନା ଦେଇନାହାନ୍ତି। ସେ ଆହୁରି କହିଛନ୍ତି, ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ଦୁଇଟି!-->…