ରାଜ୍ୟ ବଜେଟ୍‌ ପାଇଁ ଜନସାଧାରଣ ଦେଇପାରିବେ ମତାମତ: ଅର୍ଥ ବିଭାଗ

ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି। କେଉଁ କ୍ଷେତ୍ର ପାଇଁ ବଜେଟ୍‌ କିଭଳି ହେବା ଦରକାର ସର୍ବସାଧାରଣ ମତାମତ ଦେଇପାରିବେ। ଏହି ମତାମତ ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ପଠାଇ ପାରିବେ। ଭୁବନେଶ୍ୱର

ପୁରୀ ବିମାନବନ୍ଦରକୁ ଶୀଘ୍ର ମଞ୍ଜୁରି: ଆରମ୍ଭ ହେବ ଜମି ଅଧିଗ୍ରହଣ

ଖୁବ୍‌ଶୀଘ୍ର ପୂରଣ ହେବାକୁ ଯାଉଛି ଓଡ଼ିଶାର ନୂଆ ଅନ୍ତର୍ଜାତୀୟ ବିମାନବନ୍ଦର ସ୍ବପ୍ନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ପୁରୀରେ ତିଆରି ହେବାକୁ ଥିବା ବିମାନବନ୍ଦରକୁ ଖୁବ୍‌ଶୀଘ୍ର ନୀତିଗତ ମଞ୍ଜୁରି ମିଳିବ। ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ଖୁବ୍‌ଶୀଘ୍ର ପୂରଣ ହେବାକୁ ଯାଉଛି

୩୮ ତମ ସ୍ୱଧୀନତାସଂଗ୍ରାମୀ ଦିବସ ମାହୋତ୍ସବ

'ସ୍ୱଧୀନତାସଂଗ୍ରାମକୁ ଦିଶା ଦେଖାଉଥିଲେ ମହତାବ ' ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବଢ଼ିଲା ସ୍ୱାଧୀନତା ସଂଗ୍ରାମୀଙ୍କ ମାସିକ ପେନସନ ଜରୁରୀ ପରିସ୍ଥିତିରେ ମିସା ବନ୍ଦୀଙ୍କୁ ମାସିକ ୨୦ ହଜାର ଟଙ୍କା ଭତ୍ତା ମା' ରମାଦେବୀଙ୍କ ୧୨୫ତମ ଜନ୍ମବାର୍ଷିକୀକୁ ସରକାର ପାଳିବେ

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବଦଳିଲେ

ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀ‌ରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର ଭୁବନେଶ୍ୱର ୦୨-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ

ଜନ୍ମମୃତ୍ୟୁ ପ୍ରମାଣପତ୍ର ପାଇଁ ୪ ହଜାର ଟଙ୍କା ଲାଞ୍ଚ

କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ନାରାୟଣ ମହାରଣା ଗୁରୁବାର ଜନ୍ମମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭବାନୀପାଟଣା/ଭୁବନେଶ୍ୱର

ସ୍ବାସ୍ଥ୍ୟ କାର୍ଡରେ ରହିବ ସମସ୍ତ ତଥ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆ ସ୍ବାସ୍ଥ୍ୟ କାର୍ଡ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୁରୁତ୍ବପୂର୍ଣ୍ଣ ସୂଚନା ପ୍ରଦାନ କରିଛନ୍ତି । ପ୍ରେସକ୍ରିପସନରୁ ମୁକ୍ତି ପାଇଁ ନୂଆ କାର୍ଡ ପ୍ରଚଳନ କରାଯିବ। କାର୍ଡରେ ସମ୍ପୃକ୍ତ କାର୍ଡ ଧାରକଙ୍କର ସମସ୍ତ ସ୍ବାସ୍ଥ୍ୟ ତଥ୍ୟ ରହିବ ଭୁବନେଶ୍ୱର

ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌

ଓଡ଼ିଶାରେ ପ୍ରଥମ ଇଲେକ୍ଟ୍ରି ଡବଲ ଡେକର ବସ୍‌ ପହଞ୍ଚିଛି। ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଥିଲା। ଡିସେମ୍ବର ୨୮ ତାରିଖରେ ଦୁଇଟି ବସ୍‌

ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ୧୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର

ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ଆସନ୍ତାକାଲି ନେବେ ଶପଥ

ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଛନ୍ତି

ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ପରେ ଜାଗିଲା ମାଲକାନଗିରି ପୁଲିସ

ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଯାତ୍ରା ମଞ୍ଚରେ ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ସମୟରେ ମାଥିଲି ଥାନା ଆଇଆଇସିଙ୍କ ଉପସ୍ଥିତିକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିବା ପରେ ସଜାଗ ହୋଇଛି ମାଲକାନଗିରି ପୁଲିସ। ଗତକାଲି ଆଇଟମ୍ ଗାର୍ଲ ନିଶା ମହାରଣାଙ୍କ ସମସ୍ତ