ବରଗଡରେ ମହାରାଜା କଂସଙ୍କ ରାଜୁତି ଆରମ୍ଭ
ବରଗଡ଼/ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ହାଟପଦାସ୍ଥିତ ରାଜଦରବାରରେ ଉଦ୍ଘାଟନ ହୋଇଛି। ଏଥି ସହିତ ୧୧ ଦିନ ଚାଲିବାକୁ ଥିବା ଧନୁଯାତ୍ରାରେ ମହାରାଜ!-->…