ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କଲା: ଚଳିତ ବର୍ଷ ପାଇଁ ପ୍ରଥମ ଥର
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି ଯେ, ୨୦୨୫ ମସିହାରେ ପ୍ରଥମ ଥର ପାଇଁ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଅତିକ୍ରମ କରିଛି। ବୌଦ୍ଧରେ ତାପମାତ୍ରା ୪୦.୫ ଡିଗ୍ରି ସେଲସିୟସ୍ ଛଇଁଛି
ଭୁବନେଶ୍ୱର ୧୨-୦୩-୨୦୨୫ (ପିପିଏସ ) : ଚଳିତ ବର୍ଷ ୨୦୨୫ ମସିହାରେ ପ୍ରଥମ!-->!-->!-->…