ଝାରପଡ଼ା ଜେଲ୍ରେ ପୁଣି କଏଦୀଙ୍କ ମୃତ୍ୟୁ: କ୍ୟାପିଟାଲ୍ ହସ୍ପିଟାଲ୍ରେ ଉତ୍ତେଜନା
ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) : ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ପୁଣି ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ଗତ ୯ବର୍ଷ ଭିତରେ ୧୧ କଏଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜିର ଘଟଣାକୁ ନେଇ ପୁଣି ବିବାଦ ଭିତରକୁ ଆସିଛି ଏହି ଜେଲ୍। ଆଜି ହଠାତ୍ ମୃତ୍ୟୁର ଶିକାର ହୋଇଥିବା!-->…