ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ। ଏନେଇ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ। ଏହାଦ୍ୱାରା ଓଦା ଓ ପରିବା ବର୍ଜ୍ୟବସ୍ତୁର ପ୍ରକ୍ରିୟାକରଣରୁ ପ୍ରସ୍ତୁତ ହେବ ସିଏନଜି ଗ୍ୟାସ।
ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ।!-->!-->!-->…