କୋଣାର୍କରେ ଲୁଟେରା ସକ୍ରିୟ
୪ ମହିଳାଙ୍କ ସମେତ ୬ ଆନ୍ତଃରାଜ୍ୟ ଚୋର ଗିରଫ
କୋଣାର୍କ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କୁ ଆନ୍ତଃରାଜ୍ୟ ଚୋରମାନେ ଟାଗେର୍ଟ କରିଛନ୍ତି। ଦେଶ-ବିଦେଶରୁ ପ୍ରତ୍ୟେକ ଦିନ ଆସୁଥିବା ପର୍ଯ୍ୟଟକମାନେ ଦାମୀ ମୋବାଇଲ!-->!-->!-->…