ଆଜିର ଦିନ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି।
!-->!-->!-->…