ବଜ୍ରପାତରେ ମହିଳା ମୃତ, ୨ ଗୁରୁତର

ସମ୍ବଲପୁର/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ) : ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ଅଧୀନ ଅନ୍ଧାରୀ ଗ୍ରାମରେ ଆଜି ଅପରାହ୍‌ଣରେ ବଜ୍ରପାତ ହୋଇଛି। କ୍ଷେତରୁ ଘରକୁ ‌ଫେରିବା ପୂର୍ବରୁ ମହିଳା ଶ୍ରମିକମାନେ ବଜ୍ରପାତର ଶିକାର ହୋଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଲଳିତା

ସ୍ୱାଭିମାନ ଅଞ୍ଚଳରେ ପ୍ରଜାମେଳି

କ୍ୟାମ୍ପ ଉଠିଲେ ଆତ୍ମଦାହ ଧମକ ଦେଲେ ଗ୍ରାମବାସୀ ଚିତ୍ରକୋଣ୍ଡା/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଦୁର୍ଗମ ଯନ୍ତ୍ରୀ ପଞ୍ଚାୟତ ରେ ବିଏସଏଫ କ୍ୟାମ୍ପ ଉଠିବା ପ୍ରତିବାଦ ରେ ପ୍ରଜାମେଳି କରି ଏକଜୁଟ ହେଲେ ଯନ୍ତ୍ରୀ ପଞ୍ଚାୟତର ଚଉଦ

ହରିଆଣା ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ) : ହରିଆଣାରେ ଆଗାମୀ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୁଆନା ନିର୍ବାଚନମଣ୍ଡଳୀରେ ସବୁଠାରୁ ରୋଚକ ଲଢ଼େଇ ଦେଖିବାକୁ ମିଳିବ। ଏହି ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧାଙ୍କର ଦଙ୍ଗଲ ସମସ୍ତଙ୍କୁ ଆକର୍ଷିତ କରିଛି। ଜୁଆନାର

ପାର୍ବଣରେ ରାଜଧାନୀବାସୀଙ୍କୁ ନୂଆ ଦୃଶ୍ୟ ଭେଟି:ଦୁବାଇ ମିରାକଲ୍‌ ଗାର୍ଡେନ୍‌

ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ଡମଣା ଗୋପୀନାଥଜିଉ ଦୁର୍ଗାପୂଜା କମିଟି ୧୩ ବର୍ଷରେ ପଦାର୍ପଣ କରିଛି। ପ୍ରତିଥର ଭଳି ଏଥର ମଧ୍ୟ ଦୁର୍ଗାପୂଜା କମିଟି ରାଜଧାନୀବାସୀଙ୍କୁ ନୂଆ ଦୃଶ୍ୟ ଭେଟିଦେବ। ଏଥର ଦୁବାଇ ମିରାକଲ୍‌ ଗାର୍ଡେନ୍‌ରେ ବିରାଜିବେ ମା’ ଦୁର୍ଗା। ଫାଇବର୍‌, ଘାସ ଗାଲିଚା,

ଚାପିଦେବେ ବାଲିଯାତ୍ରା ଦୁର୍ନୀତି

ଘୋଷଣାରେ ରହିଗଲା ଅଡିଟ୍‌ ଓ ତୃତୀୟପକ୍ଷ ତଦନ୍ତ କଟକ,୨୩-୦୯-୨୦୨୪(ପିପିଏସ ) : କଟକ ଐତିହାସିକ ବ‌ାଲିଯାତ୍ରାରେ ୨୦୨୨ ଓ ୨୦୨୩ରେ ବ୍ୟାପକ ଦୁର୍ନୀତି ଅଭିଯୋଗ ହୋଇଥିବା ବେଳେ ସମୟ ଗଡ଼ାଇ ତାହାକୁ ଚାପି ଦେବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଗତ ୨ବର୍ଷର ବାଲିଯାତ୍ରାର ସମସ୍ତ କାମକୁ

କନେଷ୍ଟବଳଙ୍କ ଦବଙ୍ଗଗିରି

ଦଶରଥପୁର/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ରାମବାଗ ଫାଣ୍ଡି କନେଷ୍ଟବଳ ଜିତେନ୍ଦ୍ର ବିଶ୍ୱାଳଙ୍କ ଦବଙ୍ଗଗିରି। ରାତିଅଧରେ ନର୍ସଙ୍କର ମଙ୍ଗଳପୁର ଭଡ଼ାଘରେ ପଶି କଲେ ପ୍ରେମ ନିବେଦନ, ମାତ୍ର କଥା ନମାନିବାରୁ ଦେଲେ ନିସ୍ତୁକ ମାଡ଼ ମାରିଥିବାର ଅଭିଯୋଗ ହୋଇଛି।

ପରଲୋକରେ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି

ପ୍ରଖ୍ୟାତ କବି, ନାଟ୍ୟକାର, ଗୀତିକାର, ସଂଳାପକାର, ଅଭିନେତା ତଥା ଓଡ଼ିଶା ସାହିତ୍ୟ ଏକାଡେ଼ମୀର ପୂର୍ବତନ ସଭାପତି ହରିହର ମିଶ୍ରଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ପୁରୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ପ୍ରଖ୍ୟାତ କବି, ନାଟ୍ୟକାର,

ଭରତପୁର ଘଟଣାର ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

କଟକ,୨୩-୦୯-୨୦୨୪(ପିପିଏସ ): ଭରତପୁର ଘଟଣାର ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଯେହେତୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ହୋଇସାରିଛି ଏବଂ କ୍ରାଇମବ୍ରାଞ୍ଚ୍ ମଧ୍ୟ ଏହାର ତଦନ୍ତ କରୁଛି। ତେଣୁ ତଦନ୍ତ ଘଟଣାରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା

ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ରାଜ୍ୟ ସ୍ତରୀୟ ଅଭିଯୋଗ ଶୁଣାଣି ସହିତ ଆଗାମୀଦିନରେ ଜିଲ୍ଲା ସ୍ତରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ ଖୋଲିବ | ମୁଖ୍ୟମନ୍ତ୍ରୀଙ୍କ ଇଛା ଆଗାମୀ ଦିନରେ ଉତ୍ତର ଓଡ଼ିଶା, ପଶ୍ଚିମ ଓଡ଼ିଶା, ଦକ୍ଷିଣ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ

 ଜୀବନ ନେଲା ମହୁମାଛି

ଭବାନୀପାଟଣା/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେବ୍ୟକ୍ତିପ୍ରାଣ ହରାଇଛନ୍ତି | ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ମେଡିକାଲ୍‌ରେ ଭର୍ତ୍ତି କରାଯାଇ ବର୍ତ୍ତମାନ ସୁସ୍ଥ ହୋଇ ଘରେ