ଶପଥ ନେଲେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ୩୯ ମନ୍ତ୍ରୀ

ବିଜେପିରୁ ସର୍ବାଧିକ ୧୯, ଶିବସେନାରୁ ୧୧ ଏବଂ ଏନସିପିରୁ ୯ ମନ୍ତ୍ରୀ ମୁମ୍ବାଇ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ମହାରାଷ୍ଟ୍ର କ୍ୟାବିନେଟର ମନ୍ତ୍ରିମଣ୍ଡଳ ରବିବାର ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଅଜିତ ପାଓ୍ବାରଙ୍କ

ଅସୁସ୍ଥ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ /ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଶନିବାର ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୟାସାଧିକ କାରଣରୁ ସେ ଅସୁସ୍ଥ ହୋଇପଡ଼ିଥିବା କୁହାଯାଉଛି। ଆଡଭାନୀଙ୍କୁ ଏବେ

‘ଗରିବୀ ହଟାଓ’ ଦେଶର ସବୁଠୁ ବଡ଼ ଜୁମଲା ଥିଲା : ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଗୋଟିଏ ଶବ୍ଦ ଆମ କଂଗ୍ରେସ କର୍ମୀମାନଙ୍କ ପାଇଁ ଅତ୍ୟନ୍ତ ପ୍ରିୟ ରହିଆସିଛି । ସେହି ଶବ୍ଦଟି ହେଉଛି ‘ଜୁମଲା’ । କିନ୍ତୁ ସମଗ୍ର ଦେଶ ଜାଣେ ଯେ ଯଦି ଦେଶରେ କୌଣସି ବଡ଼ ଜୁମଲା ଥିଲା, ତେବେ ତାହା ଥିଲା ଗରିବୀ ହଟାଓ। ନୂଆଦିଲ୍ଲୀ/ଭୁବନେଶ୍ୱର

ମହାକୁମ୍ଭରେ ଓଡ଼ିଆ ଭାଷା: ଷ୍ଟେସନରେ ସ୍ୱତନ୍ତ୍ର ଓଡ଼ିଆ କିଓସ୍କ

ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ ଡିଜିଟାଲ ସୁବିଧା ଉପଲବ୍ଧ କରାଯାଇଛି। ବିନା କାହାର ସହାୟତାରେ ଶ୍ରଦ୍ଧାଳୁ ଡିଜିଟାଲ କିଓସ୍କ ମାଧ୍ୟମରେ ସମ୍ପୂର୍ଣ୍ଣ ସୁବିଧା ପାଇବେ। ପ୍ରୟାଗରାଜ/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ

ପୁରୀ-କୋଣାର୍କ ବେଳାମାର୍ଗରେ ଆରମ୍ଭ ହେଲା ୬ଷ୍ଠ ଇକୋ ରିଟ୍ରିଟ

ଚଳିତବର୍ଷ ୬ଷ୍ଠ ଥର ପାଇଁ ପୁରୀ-କୋଣାର୍କ ବେଳାମାର୍ଗ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁଣି ଆୟୋଜିତ ହୋଇଛି ଇକୋ-ରି ଟ୍ରିଟ। ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ସବକୁ ଉଦ୍‌ଘାଟନ କରିଥିଲେ।

କଟକରେ ଜଳିଗଲା ‘ମୋ ବସ’, ସବୁ ଯାତ୍ରୀ ସୁରକ୍ଷିତ ଉଦ୍ଧାର

କଟକ, ୧୪-୧୨-୨୦୨୪(ପିପିଏସ) : କଟକ ମଧୁପାଟଣା ଛକ ନିକଟରେ ‘ମୋ ବସ’ ଜଳିଗଲା। ଭୁବନେଶ୍ୱରରୁ କଟକ ଫେରୁଥିବାବେଳେ ମଧୁପାଟଣା ଛକ ନିକଟରେ ‘ମୋ ବସ’ଟି ଜଳିଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ କୌଣସି ଯାତ୍ରୀ ନଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ।ଅଗ୍ନିଶମ

ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ନବଜାତ ଶିଶୁକନ୍ୟା ଉଦ୍ଧାର

ପ୍ରବଳ ଶୀତରେ ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟାI କେହି ଶିଶୁକନ୍ୟାକୁ ଜନ୍ମ କରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡ଼ରେ ଶିଶୁକନ୍ୟାକୁ ମାଟିରେ ପୋତି ଚାଲି ଯାଇଥିଲେI ବିନିକା/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) :

ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍

ନାବାଳିକାଙ୍କୁ ଅପହରଣ ମାମଲାରେ ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍। ମୁରିବାହାଲରୁ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଘନଶ୍ୟାମ ଭୋଇଙ୍କୁ ବଲାଙ୍ଗୀର ପୋକ୍ସୋ କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ଆବେଦନ ଖାରଜ ହୋଇଥିଲା। ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସିବିଆଇ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ଆଇଏଏସ୍‌ ଅଧିକାରୀଙ୍କ ଡ୍ରାଇଭର

ଜିଜିଏମ୍ ଏକ ଠିକା ସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭର ନୃସିଂହ ଶତପଥୀଙ୍କୁ ପଚରାଉଚରା କରିଛି। ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ବ୍ରିଜ୍ ଆଣ୍ଡ୍

ଅଭିଯୋଗ ଶୁଣିଲେ ମୋହନ, ଲୋକଙ୍କ ଦାବି କରିବେ ସମାଧାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଲକାନଗିରି ଠାରେ ଅନୁଷ୍ଠିତ ଲୋକ ମହୋତ୍ସବ ‘ମାଲ୍ୟବନ୍ତ’ରେ ଯୋଗଦେବା ଅବସରରେ ୫୦ରୁ ଊର୍ଦ୍ଧ୍ବ ଅଭିଯୋଗକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ଶତାଧିକ ସମର୍ଥକମାନେ ମଧ୍ୟ ଉପସ୍ଥିତ ଥିଲେ। ମାଲକାନଗିରି/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ