ପ୍ରତ୍ୟାଶା ରାୟ ପାଇବେ ୩୨ତମ ଏକଲବ୍ୟ ପୁରସ୍କାର ବିଜେତା

ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଓଡ଼ିଶାର କ୍ରୀଡ଼ାରେ ଏକ ଅନନ୍ୟ କୃତିତ୍ୱ ପାଇଁ, ଆର୍ନ୍ତଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ୨୦୨୪ ମସିହାର ସମ୍ମାଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ

ଅନୁରା ଦିସାନାୟକେ ହେବେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି !

କଲମ୍ବୋ/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନରେ ନ୍ୟାସନାଲ ପିପୁଲ୍ସ ପାୱାର (ଏନପିପି)ର ଅନୁରା କୁମାର ଦିସାନାୟକେ ନିର୍ଣ୍ଣାୟକ ଅଗ୍ରଣୀ ହାସଲ କରିଛନ୍ତି। ଭୋଟ ଗଣତି ଜାରି ରହିଥିବାବେଳେ ବର୍ତ୍ତମାନ ସୁଦ୍ଧା ଦିସାନାୟକଙ୍କୁ ୫୨% ଭୋଟ୍ ମିଳିଥିବା ବେଳେ

ମାଲାୟାଲାମ୍‌ ଚଳଚ୍ଚିତ୍ରରେ ଓଡ଼ିଶୀ ଗୀତ

ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଦେଶର ଅଗ୍ରଗଣ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ କେରଳ ଅନ୍ୟତମ। ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଲୟାଲି ସିନେମାର ଢେର୍ ପ୍ରାଧାନ୍ୟ ରହିଛି। ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଦେଶର ଅଗ୍ରଗଣ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ କେରଳ ଅନ୍ୟତମ। ଦକ୍ଷିଣ ଭାରତୀୟ

ମହଙ୍ଗା ହେଲା ସୋରିଷ ଓ ସୋୟାବିନ ତେଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଦେଶରେ ବିଭିନ୍ନ ଖାଇବା ତେଲର ଦାମ ବଢିଚାଲିଛି । ଗତ ସପ୍ତାହରେ ବିଭିନ୍ନ ଖାଇବା ତେଲର ଦର ହାରାହାରି ୧୦ ପ୍ରତିଶତ ବୃଦ୍ଧି ପାଇଛି । ବିଶେଷକରି ସୋରିଷ ତେଲ, ସୋୟବିନ ତେଲ, ସୂର୍ଯ୍ୟମୂଖୀ ଓ ପାମ୍ ଅଏଲର ମୂଲ୍ୟ ବୃଦ୍ଧି ପାଇଛି । ଦେଶରେ

ଭୂତକୋଠି ପାଲଟିଲାଣି  କୋଟିକୋଟି ଟଙ୍କାରେ ନିର୍ମିତ କୋଠା

କୋରାପୁଟ/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) :  ଆନ୍ଧ୍ରପ୍ରଦେଶର ବିଜୟୱାଡା ଝାଡ଼ଖଣ୍ଡର ରାଂଚି କରିଡ଼ର ଏନଏଚ ରାସ୍ତା କୋରାପୁଟ ଜିଲ୍ଲା ଦେଇ ଯାଇଛି। ଏହି ରାସ୍ତାଟି ବ୍ରହ୍ମପୁର ଦେଇ ରାୟଗଡ଼ା ଜିଲ୍ଲା ଦେଇକୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର, କୋରାପୁଟ ଓ ଜୟପୁର ଦେଇ ମାଲକାନଗିରି ଜିଲ୍ଲାରେ

ଶଙ୍ଖ ଭବନରେ ହଙ୍ଗାମା

ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ବିଜୁ ଜନତା ଦଳ (ବିଜେଡି) ଦିନକ ପରେ ଅର୍ଥାତ ଆସନ୍ତା ୨୪ ତାରିଖରେ ରାଜଧାନୀ ଭୁବନେଶ୍ବରରେ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଏଥି ପାଇଁ ଆଜି ଡକାଯାଇଥିବା ପ୍ରସ୍ତୁତି ବୈଠକରେ ଦଳୀୟ କର୍ମୀମାନେ ହଙ୍ଗାମା କରିଛନ୍ତି। ଆଜି ଅପରାହ୍ନରେ ‘ଶଙ୍ଖ ଭବନ’ରେ ଦୁଇ

ଭରତପୁର ଥାନା ପ୍ରସଙ୍ଗ: ଏକାଠି ହେଲା ପୁଲିସ

ବିନା ଅନୁମତି‌ରେ ପୁଲିସ ଏଭଳି ଏକାଠି ହୋଇପାରିବେ ନାହିଁ: ସିପି ସଞ୍ଜୀବ ପଣ୍ଡା ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଆଜି ଅପରାହ୍ନରେ ରିଜର୍ଭ ପୁଲିସ ପଡ଼ିଆରେ ହାବିଲଦାରଙ୍କଠାରୁ ଏଡିସିପି ରୢାଙ୍କ୍‌ର ଶହଶହ ପୁଲିସ କର୍ମଚାରୀ ଏକାଠି ହୋଇଥିଲେ। ନିଲମ୍ବିତ ହୋଇଥିବା ପୁଲିସ ଅଧିକାରୀ

ବଢ଼ୁଛି ଭିଟାମିନ-ଇ କ୍ୟାପସୁଲ୍‌ ଚାହିଦା

ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ବର୍ତ୍ତମାନ ସମୟରେ କ୍ୟାରିୟର ଚିନ୍ତା ସହିତ ଯୁବପିଢ଼ିଙ୍କ ଆଉ ଏକ ବଡ଼ ମୁଣ୍ଡବ୍ୟଥାର କାରଣ ପାଲଟିଛି କେଶ ଝଡ଼ିବା ଓ ଚର୍ମଜନିତ ସମସ୍ୟା। ପ୍ରତ୍ୟେକ ଦିନ ସାଙ୍ଗସାଥୀ ମେଳରେ ହେଉ ଅଥବା ସୋସିଆଲ ମିଡିଆରେ, ଏହା ପ୍ରମୁଖ ଚର୍ଚ୍ଚାର ବିଷୟ ପାଲଟିଛି।

ରାଉରକେଲାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ରାଉରକେଲା/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ପ୍ଲାଣ୍ଟ ସାଇଟ୍ ଥାନାରେ ଅଭିଯୋଗ ହେବା ପରେ ପୁଲିସ୍ ତତ୍ପର ହୋଇ ଉଠିଛି। ଏହି ଗଣଦୁଷ୍କର୍ମ ଘଟଣାରେ ପୁଲିସ ୩ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଥିବା ବେଳେ

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି : ମୟୂରଭଞ୍ଜ ଗସ୍ତ ବାତିଲ୍‌

ବାରିପଦା/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଦେଖାଦେଲା ଯାନ୍ତ୍ରିକ ତ୍ରୁଟି। ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍‌ ହୋଇଛି। ସେ କାରକେଟ୍‌ରେ ସଡ଼କ ପଥରେ କେନ୍ଦୁଝରରୁ ରାଜଧାନୀ ଭୁବନେଶ୍ୱର ଅଭିମୁଖେ ଆସୁଛନ୍ତି।