ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ମ ସ୍ଥାପନା ଦିବସ ପାଳନ

ବାରଙ୍ଗ/କଟକ,୨୦-୦୯-୨୦୨୪(ପିପିଏସ) : ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ମ ସ୍ଥାପନା ଦିବସ ଆଜି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ବାରଙ୍ଗ ବ୍ଲକ୍ ସ୍ଥିତ ରାମଦାସପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି । ବାଙ୍କୀ ବିଧାୟକ ଦେବିରଞ୍ଜନ୍ ତ୍ରିପାଠୀ ଆନୁଷ୍ଠାନିକ ଭାବରେ ଏହି ସ୍ଥାପନା ଦିବସ କୁ ଉଦ୍ଘାଟନ

ବିଡିଏକୁ ବିଏସ୍‌ଏବିଟି ବୋଝ

ଆୟ ପାଇଁ ବାଟ ବନ୍ଦ ରଖିଛନ୍ତି ଅଧିକାରୀ ଭୁବନେଶ୍ୱର: ବିଶ୍ବସ୍ତରୀୟ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ବା ବିଏସ୍‌ଏବିଟି ପୁଣି ଥରେ ଚର୍ଚ୍ଚାକୁ ଆସିଛି। ୧୮୦ କୋଟିରୁ ଊର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ କରି ବିଡିଏ ଏହାକୁ ନିର୍ମାଣ କଲା। ରକ୍ଷଣାବେକ୍ଷଣ ପାଇଁ ବର୍ଷକୁ ଏବେ ୧କୋଟି ୨୦ ଲକ୍ଷ ଖର୍ଚ୍ଚ

କଳଙ୍କ ଲଗାଇଲା ଆଦର୍ଶ ଥାନା

ଭୁବନେଶ୍ୱର,୨୦-୦୯-୨୦୨୪(ପିପିଏସ) : କମିସନରେଟ୍‌ ପୁଲିସ ଅଧିନ ଭରତପୁର ଥାନା ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାକୁ ନେଇ ଏବେ ତେଜିଛି ରାଜନୀତି | ବିରୋଧୀ ରାଜ୍ୟ ସରକାରଙ୍କୁ କଡା ଟାର୍ଗେଟ କରିଥିବାବେଳେ ରାଜ୍ୟ ସରକାର କହିଛନ୍ତି ଯେ ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ

କଟକ,୨୦-୦୯-୨୦୨୪(ପିପିଏସ) : ଆସନ୍ତା ପାର୍ବଣ ଉପଲକ୍ଷେ କଟକ ସାରଳା ଭବନ ଠାରେ କଟକ ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ " ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ- ୨୦୨୪ "ଉକ୍ତ ବୈଠକରେ କଟକ ଲୋକସଭା ସାଂସଦ ଶ୍ରୀଯୁକ୍ତ ଭର୍ତ୍ତୃହରି ମହତାବ,ମାନ୍ୟବର ଚୌଦ୍ବାର କଟକ ବିଧାୟକ, କଟକ ଜିଲ୍ଲାପାଳ,

ମିଛି ମିଛିକା ଫାଶୀ ଖେଳ : ଭଉଣୀ ଆଗରେ ଚାଲିଗଲା ଭାଇର ଜୀବନ !

ଝାରସୁଗୁଡ଼ା/ଭୁବନେଶ୍ୱର,୨୦-୦୯-୨୦୨୪(ପିପିଏସ) : ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଲମ୍‌ଟିବାହାଲ କ୍ୟାମ୍ପସ ଛକ ଠାରେ ଘଟିଛି ଏକ ଅଭାବନୀୟ ଘଟଣା । ଭାଇ ଭଉଣୀ ଝଗଡ଼ାରେ ମିଛି ମିଛିକା ଫାଶୀ ଖେଳରେ ଚାଲି ଯାଇଛି ଭାଇର ଜୀବନ । ଅନ୍ୟପଟେ ପୁତ୍ରର ମୃତ୍ୟୁ ପରେ, ଆତ୍ମହତ୍ଯା କରିଦେଲେ

ଅପରାଧିକ ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ : ଗିରଫ ହୋଇ ପାରନ୍ତି ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ର ଓ ୪…

ଭୁବନେଶ୍ୱର,୨୦-୦୯-୨୦୨୪(ପିପିଏସ) : ଭୁବନେଶ୍ୱର ସ୍ଥିତ ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର ମାମଲାରେ ନିଲମ୍ବିତ ଥାନା ଅଧିକାରୀ ଦିନକୃଷ୍ଣ ମିଶ୍ର ଓ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି । ମେଜରଙ୍କ

ଶୁଆର ୨ଘଣ୍ଟାର ଅସ୍ତ୍ରୋପଚାର

୨୧ବର୍ଷ ଶୁଆର ହେଲା ସଫଳ ଟ୍ୟୁମର ଅସ୍ତ୍ରୋପଚାର। ମାଲିକ ବିଶ୍ବକର୍ମା ଶୁଆ ବେକରେ ଗଣ୍ଠି ଭଳି ଥିବା ଅନୁଭବ କରି ପ୍ରାଣୀ ଚିକିତ୍ସକଙ୍କ ପରାମର୍ଶ ନେବା ପରେ ହୋଇଥିଲା ଅସ୍ତ୍ରୋପଚାର। ନୂଆଦିଲ୍ଲୀ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ): ମଧ୍ୟପ୍ରଦେଶର ସତନା ଜିଲ୍ଲାରୁ ଏକ

ବିପଦରେ ଗନ୍ଧମାର୍ଦନର ଔଷଧୀୟ ଗଛ

ବରଗଡ଼ ଏବଂ ବଲାଙ୍ଗୀର ମଧ୍ୟସ୍ଥଳରେ ରହିଛି ଔଷଧୀୟ ଗଛର ପାହାଡ଼ ଗନ୍ଧମାର୍ଦନ। ଏହା କେବଳ ପଶ୍ଚିମ ଓଡ଼ିଶା ନୁହେଁ ସମଗ୍ର ଦେଶ ପାଇଁ ବଡ଼ ଅବଦାନ। ସ୍ଥାନୀୟ ବୈଦ୍ୟମାନଙ୍କ ଅନୁସାରେ ଏଠାରେ ସମୁଦାୟ ୨ ହଜାରରୁ ଅଧିକ ପ୍ରଜାତିର ଗଛ ମଧ୍ୟରୁ ୩୦୦ ପ୍ରଜାତିର ବ୍ୟବହାରଯୋଗ୍ୟ ଔଷଧୀୟ ଗଛ

ସଂକଳ୍ପପତ୍ର ଆମପାଇଁ ଧର୍ମଗ୍ରନ୍ଥ:ମୁଖ୍ୟମନ୍ତ୍ରୀ

ପୁରୀ/ଭୁବନେଶ୍ୱର,୧୯-୦୯-୨୦୨୪(ପିପିଏସ): ରାଜ୍ୟରେ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପୂରଣ କରିଛନ୍ତି। କଥାକୁ କାର୍ଯ୍ୟ‌ରେ କରି ଦେଖାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ୧୦୦ ଦିନ ପୂରଣ ହୋଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ

ବଢ଼ିଲା ଖୁରାନିଆଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ୧୯୯୦ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଛନ୍ତି। ମୋହନ ସରକାରଙ୍କ ଦ୍ବାରା କାର୍ଯ୍ୟକାଳ ଅବଧି ବଢ଼ାଯିବା ପରେ ୱାଇବି ଖୁରାନିଆ ୨୦୨୬ ଅଗଷ୍ଟ ୧୬ ତାରିଖ ଯାଏଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ