ସୁଭଦ୍ରା ଯୋଜନା ନାଁରେ ଯନ୍ତ୍ରଣା
ଝରିଗାଁ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ସରକାର ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ଏହି ଯୋଜନାରେ ସାମିଲ ହିତାଧିକାରୀମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ପାଇଁ ସ୍ଥିର କରିଛନ୍ତି।!-->…