ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି: ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ ମରାମତି କାମ ଆରମ୍ଭ ହେବ।!-->…