Browsing Category

ଅନ୍ତର୍ଜାତୀୟ

ପୁଣି ମୁମ୍ବାଇ ବିମାନବନ୍ଦରକୁ ମିଳିଲା ବୋମା ଧମକ

ଗତ କିଛି ଦିନ ମଧ୍ୟରେ ଅନେକ ବିମାନକୁ ବୋମା ଧମକ ମିିଳି ସାରିଥିବା ବେଳେ ବୁଧବାର ଅପରାହ୍ନରେ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମା ଧମକ ମିଳିଛି। ମୁମ୍ବାଇ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) :  ଥମୁନାହିଁ ବିମାନକୁ ବୋମା ଧମକ। କିଛି ଦିନ ଅନ୍ତରରେ

୩୦୦୦ ଶିଖ ତୀର୍ଥଯାତ୍ରୀଙ୍କୁ ଭିସା ଦେଲା ପାକିସ୍ତାନ

ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିସନ ଭାରତର ୩ ହଜାରରୁ ଅଧିକ ଶିଖ୍ ତୀର୍ଥଯାତ୍ରୀଙ୍କୁ ଭିସା ପ୍ରଦାନ କରିଛନ୍ତି। ପାକିସ୍ତାନ ହାଇକମିଶନ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି ଏ ନେଇ ସୂଚନା ଦେଇଛନ୍ତି । ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ନୂଆଦିଲ୍ଲୀରେ

ସୀମାନ୍ତରେ ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର

ମଙ୍ଗଧରିଛନ୍ତି ଓଡ଼ିଆ ଆଦିବାସୀ ନେତା ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗାଁର ଆଦିବାସୀ ନେତାଙ୍କ ନେତୃତ୍ବରେ ଗଠିତ ବିଭିନ୍ନ ସଙ୍ଗଠନରେ ଉଭୟ ରାଜ୍ୟର ଶତାଧିକ କାର୍ଯ୍ୟକର୍ତ୍ତା ଥିବାରୁ ଏମାନଙ୍କୁ ବିଜେପି ଓ ଜେଏମ୍‌ଏମ୍‌ ନେତାମାନେ ନିର୍ବାଚନୀ ଅସ୍ତ୍ର କରିଛନ୍ତି। ଯେଉଁମାନେ ସିମ୍‌ଡେଗା ଓ

ଜଳବାୟୁ ପରିବର୍ତ୍ତନ : ଖରାପ ପାଗ ଯୋଗୁଁ ପ୍ରଥମ ୯ ମାସରେ ଦେଶରେ ୩୨୦୦ ମୃତ

ଜଳବାୟୁ ପରିବର୍ତ୍ତନ ନେଇ  ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ୯ ମାସରେ ପ୍ରବଳ ଗରମ ଓ ପ୍ରବଳ ବର୍ଷା ଯୋଗୁଁ ୩,୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ଗ୍ଲୋବାଲ ୱାର୍ମିଂର ପ୍ରଭାବ ଦେଶରେ

ଟ୍ରମ୍ପଙ୍କ ବିଜୟ ପରେ କମିଚାଲିଛି ସୁନା, ଦୁଇଦିନରେ କମିଲା ୨୧୦୦ ଟଙ୍କା

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଡଲାର ମଝବୁତ ହେବା କାରଣରୁ ସୁନା ଉପରେ ନିବେଶକଙ୍କ ଫୋକସ କମିବା ଆଶଙ୍କା ମଧ୍ୟରେ ଦର କମୁଛି । ନୂଆଦିଲ୍ଲୀ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଆମେରିକା

୧୭ ବର୍ଷ ପରେ ଗୋଟିଏ ଦଳରେ ଖେଳିବେ ଭାରତ-ପାକିସ୍ତାନର ଖେଳାଳି, ପୁଣି ଆରମ୍ଭ ହେବ ଏହି ଟୁର୍ନାମେଣ୍ଟ !

ଆଫ୍ରୋ-ଏସିଆ କପରେ ଏସିଆ ଏକାଦଶ ଏବଂ ଆଫ୍ରିକା ଏକାଦଶ ଦଳ ମୁହାଁମୁହିଁ ହୋଇଥାନ୍ତି। ଏହି ଟୁର୍ନାମେଣ୍ଟରେ ଭାରତୀୟ ଏବଂ ପାକିସ୍ତାନୀ ଖେଳାଳିମାନେ ଏକାଠି ଖେଳୁଥିବା ଦେଖିବାକୁ ମିଳିବ, ଯେଉଁମାନଙ୍କ ମଧ୍ୟରେ ଗତ ଦେଢ଼ ଦଶନ୍ଧି ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଇ ନାହିଁ

ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ

ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ): ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି।

ହ୍ୟୁଷ୍ଟନ୍‌ରେ ଆୟୋଜନ ହେବନି ଅଦିନିଆ ରଥଯାତ୍ରା, ବାତିଲ କଲା ଇସ୍କନ୍‌

ମହାପ୍ରଭୁଙ୍କ ଭକ୍ତଙ୍କ ପାଇ ଭଲ ଖବର ଆସିଛି। କୋଟିକୋଟି ଓଡ଼ିଆ ଯାହା ଦାବି କରୁଥିଲେ, ତାହା ହିଁ ହୋଇଛି। ଇସ୍କନ୍‌ର ପ୍ରତକ୍ଷ୍ୟ ତତ୍ବାବଧାନରେ ଆମେରିକୀୟ ସହର ହ୍ୟୁଷ୍ଟନ୍‌ରେ ଆୟୋଜନ ହେବାକୁ ଥିବା ରଥଯାତ୍ରା ବାତିଲ ହୋଇଛି। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଜଗନ୍ନାଥପ୍ରେମୀଙ୍କ

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୮ ତାରିଖରୁ ବିଦେଶ ଗସ୍ତ କରିବେ। ଏହି ଗସ୍ତକାଳରେ ସେ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁରରେ ରହିବେ। ସେଠାରେ ଶ୍ରୀ ମାଝୀ ମେକ୍‌ ଇନ୍‌ ଓଡ଼ିଶା, ଉତ୍କର୍ଷ ଓଡ଼ିଶା-୨୦୨୫ ପାଇଁ ରୋଡ୍‌ ସୋ’ କରିବେ। ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) :

ଇସ୍ରାଏଲ-ଆମେରିକାକୁ ଇରାନର ଖୋଲା ଧମକ

ଇସ୍ରାଏଲ୍ ଏବଂ ଇରାନ ଆକ୍ରମଣାତ୍ମକ ହେବାରେ ଲାଗିଛନ୍ତି। ଏହାଯୋଗୁ ଉଭୟ ପକ୍ଷର ଯେକୌଣସି ଆକ୍ରମଣ ପଶ୍ଚିମ ଏସିଆକୁ ଏକ ବଡ଼ଯୁଦ୍ଧ ମୁହଁକୁ ଠେଲି ଦେଇପାରେ ବୋଲି ଭୟ ରହିଛି। ଗାଜା ଷ୍ଟ୍ରିପ ଏବଂ ଲେବାନନରେ ଏକ ଯୁଦ୍ଧ ଚାଲିଛି। ଇସ୍ରାଏଲର ଆକ୍ରମଣ ଦ୍ବାରା ଉଭୟ ସ୍ଥାନରେ ଧ୍ୱଂସସ୍ତୁପ