Browsing Category

ଘଟଣା-ଦୁର୍ଘଟଣା

କୁଆଖାଇ ନେଲା ପୁଣି ୨ ମୁଣ୍ଡ

ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ପଞ୍ଚାୟତ ଅଧୀନ ରଙ୍ଗବଜାର ନିକଟରେ ସରସ୍ବତୀ ମୂର୍ତ୍ତି ବିସର୍ଜନ ବେଳେ କୁଆଖାଇରେ ବୁଡ଼ି ପୁଣି ୨ ଛାତ୍ରଙ୍କ ଅକାଳରେ ଦେହାନ୍ତ ଘଟିଛି | ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର

ମେଜର-ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲା

ଖୁବ ଶୀଘ୍ର ରିପୋର୍ଟ ପ୍ରଦାନ କରିବେ କମିସନ ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : କମିସନରେଟ୍‌ ପୁଲିସ ଅଧୀନ ଭରତପୁର ଥାନା ଅଂଚଳରେ ଗତବର୍ଷ ସେନାର ଜଣେ ମେଜର ଓ ତାଙ୍କର ବାନ୍ଧବୀଙ୍କ ଉପରେ ହୋଇଥିବା ନିର୍ଯାତନା ଅଭିଯୋଗ ମାମଲାରେ ତଦନ୍ତ ‌ଶେଷ ହୋଇଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ

କହନା ଏ ଫୁଲ କହନା…ଗୀତର ସ୍ରଷ୍ଟା ସଂଗ୍ରାମ ମହାନ୍ତିଙ୍କ ପରଲୋକ

ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା ଭଳି  ଶ୍ରୁତିମଧୁର ଗୀତର ଗୀତିକାର ସଂଗ୍ରାମ ମହାନ୍ତି। ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସେ ନିଜର ଭଞ୍ଜପୁର ସ୍ଥିତ ବାସଭବନରେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା।

ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା

ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ  ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି। ଆୟକର ବିଭାଗର ଦୁଇଟି ଟିମ୍ ଝାରପଡ଼ା ଜେଲରେ ପହଞ୍ଚି ଉଭୟଙ୍କୁ ଜେରା କରୁଛନ୍ତି। ଭୁବନେଶ୍ୱର ୦୩-୦୨-୨୦୨୫(

ଏନ୍‌କାଉଣ୍ଟରରେ ୮ ନକ୍ସଲ ନିପାତ

ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଓଡ଼ିଶା-ଛତିଶଗଡ଼ର ସୀମାରେ ସୁରକ୍ଷା ବାହିନୀ ଏକ ବଡ଼ଧରଣର ଅପରେସନ୍‌କୁ ସଫଳତାର ରୂପ ଦେଇଛନ୍ତି। ଗୁଳି କରି ୮ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ମାଲକାନଗିରି/ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି।

ସୋନିଆଙ୍କ ବୟାନକୁ କଡ଼ା ନିନ୍ଦା କଲେ ମୋହନ

‘ସୋନିଆ ଗାନ୍ଧୀଙ୍କ ଆଚରଣ ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ’ ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଓ ତାଙ୍କର ପୁଅ ତଥା ସାଂସଦ ରାହୁଲ ଗାନ୍ଧୀ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ

ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ଯୁବକଙ୍କ ମୃତ୍ୟୁ, ୩ ଜଣ ଗୁରୁତର

ଭାଟିଗାଁ ଛକ ନିକଟରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପୋଡାଲଗୁଡା ଗ୍ରାମର ଧନିଆ ମାଝୀ ଓ ରଘୁ ବୈରାଗୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଜଣ ଗୁରୁତର ଭାବେ ଆହତ ହୋଇଥିଲେ। ନବରଙ୍ଗପୁର /ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ନବରଙ୍ଗପୁର ଆରକ୍ଷୀ ଅଧୀକ୍ଷକ

ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା

ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ଅଧିକାରୀ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା ୭ଟି ସ୍ଥାନରେ ଚଢଉ ଜାରି ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ

ମହାକୁମ୍ଭକୁ ଓଏସ୍‌ଆରଟିସି ବସ୍‌ ବାତିଲ,

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍‌ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି। ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) :