Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
୭୨ ଗ୍ରାମ୍ ବ୍ରାଉନସୁଗାର ଜବତ, ଜଣେ ଗିରଫ
ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଅବକାରୀ ସେଟ ଲାଇଟ୍ ୟୁନିଟ ପକ୍ଷରୁ ଆଜି କମର୍ଦ୍ଦା ଥାନା ଅଧିନସ୍ଥ ବାରମାଇଲ ପେଟ୍ରୋଲ ପମ୍ପ ନିକଟରେ ଚଢ଼ାଉ କରି ୭୨ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। ଏହି ମାମଲାରେ ଜଣକୁ ଗିରଫ କରାଯାଇଛି।
ଜଳେଶ୍ୱର/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ବାଲେଶ୍ବର!-->!-->!-->…
ଏସସିବି ମେଡିକାଲରୁ ଜେଲ୍ ଗାର୍ଡଙ୍କୁ ଚକମା ଦେଇ ମହିଳା କଏଦୀ ଚମ୍ପଟ
ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ ଚମ୍ପଟ ମାରିଛନ୍ତି। ଚିକିତ୍ସା ପାଇଁ ଚୌଦ୍ଵାର ଜେଲ୍ରୁ ଏସସିବି ମେଡିକାଲକୁ ମହିଳା କଏଦୀଙ୍କୁ ଅଣାଯାଇଥିଲା
କଟକ ୨୨-୦୧-୨୦୨୫ (ପିପିଏସ) : ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ!-->!-->!-->…
କୋଲକାତା ମେଡିକାଲ ଛାତ୍ରୀ ଦୁଷ୍କର୍ମ-ହତ୍ୟା ମାମଲା: ରାୟ ନେଇ ଖୁସି ନାହାନ୍ତି କଟକ ଛାତ୍ରଛାତ୍ରୀ
ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆଜି ପଶ୍ଚିମବଙ୍ଗର ସିଆଲଦା କୋର୍ଟରେ ରାୟ ପ୍ରକାଶ ପାଇଛି। ଦୋଷୀ ସଞ୍ଜୟ ରାୟଙ୍କୁ ମିଳିଥିବା ଦଣ୍ଡ ନେଇ କଟକ ଏସ୍ସିବି ମେଡିକାଲ କଲେଜର ଡାକ୍ତର ଛାତ୍ରଛାତ୍ରୀମାନେ ଖୁସି ନାହାନ୍ତି।
କଟକ!-->!-->!-->…
ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା: ମୁଖ୍ୟ ସାକ୍ଷୀଙ୍କ ସାର୍ଟ ରଙ୍ଗ ବଦଳିଗଲା
ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି। ତଦନ୍ତରେ ରହିଥିବା ବିଭିନ୍ନ ଛିଦ୍ର ସବୁ ଗୋଟିଏ ପରେ ଗୋଟିଏ ପଦାକୁ ଆସିବାରେ ଲାଗିଛି। କ୍ରାଇମ୍ବ୍ରାଞ୍ଚ କାହିଁକି ସ୍ବର୍ଗତ ଦାସଙ୍କ ଗୁଳିବିଦ୍ଧ ସାର୍ଟ ଓ ରକ୍ତଲଗା ତଉଲିଆକୁ ଜବତ କଲାନାହିଁ
!-->!-->!-->…
ନବ ଦାସ ହତ୍ୟା ମାମଲା: ମୁହଁ ଖୋଲିଲେ ଦେବେଶ
ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି। ପୂର୍ବତନ ବିଧାୟକ ଦୀପାଳି ଦାସ ତାଙ୍କ ବାପା ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି।
ଭୁବନେଶ୍ୱର!-->!-->!-->…
ମିଠା ଦୋକାନରେ ଗ୍ୟାସ୍ ଲିକ୍ରୁ ଅଗ୍ନିକାଣ୍ଡ
ମାଲିକଙ୍କ ସହ ୩ ଗୁରୁତର
ବାଲେଶ୍ୱର ଜିଲ୍ଲା ନୀଳଗିରି ବଜାରରେ ଏକ ମିଠା ଦୋକାନରେ ଗ୍ୟାସ୍ ଲିକ୍ ହୋଇଛି। ଫଳରେ ଅଗ୍ନିକାଣ୍ଡ ଦେଖାଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଦୋକାନର ମାଲିକଙ୍କ ସମେତ ୩ ଜଣ ଗୁରୁତର ଆହତ ଅଛନ୍ତି।
ନୀଳଗିରି/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ବାଲେଶ୍ୱର!-->!-->!-->!-->!-->…
ଔପଦାରେ ଚାଞ୍ଚଲ୍ୟ: ଯୌତୁକ ଲାଗି ବଧୂହତ୍ୟା ଅଭିଯୋଗ
ଅଭିଯୁକ୍ତ ଶାଶୂ, ଶ୍ଵଶୁର, ସ୍ଵାମୀ ଓ ନଣନ୍ଦ ଫେରାର
ବାଲେଶ୍ବର ଜିଲ୍ଲା ଔପଦା ଥାନା ବାଙ୍ଗୁରୁ ଗ୍ରାମର ଯୌତୁକ ପାଇଁ ଜଣେ ବଧୂଙ୍କୁ ଶାଶୂଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ହେଉଛନ୍ତି ସଂପୃକ୍ତ ଗ୍ରାମର ବିପିନ ବିହାରୀ ପଣ୍ଡାଙ୍କ ପତ୍ନୀ ଆରତୀ।
ସୋର/ଭୁବନେଶ୍ୱର!-->!-->!-->!-->!-->…
ପରଲୋକରେ ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର
କଟକ ୧୯-୦୧-୨୦୨୫(ପିପିଏସ ) : ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର ଆଉ ନାହାନ୍ତି। ଆଜି ସକାଳ ପ୍ରାୟ ୧୦ଟା ବେଳେ ହୃଦଘାତରେ ସେ ନିଜର ତେଲେଙ୍ଗା ବଜାରସ୍ଥିତ ବାସଭବନରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଡାକ୍ତର!-->…
ଚିଲିକାରେ ଫସିଲେ ୫୦ ଯାତ୍ରୀ
ସାତପଡ଼ା ଯିବା ବେଳେ ଅଟକିଲା ଦେଶୀଡ଼ଙ୍ଗା
ବ୍ରହ୍ମଗିରି/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ଚିଲିକା ଜଳରାଶିରେ ରବିବାର ଅପରାହ୍ଣରେ ଏକ ଯାତ୍ରୀବାହୀ ଡଙ୍ଗା ଅଟକି ଯାଇଛି। ଏହି ଅଘଟଣ ପାଇଁ ୫୦ ଜଣ ଯାତ୍ରୀ ଦୀର୍ଘ ସମୟ ପର୍ଯ୍ୟନ୍ତ ଫସିଛନ୍ତି। ସେମାନଙ୍କୁ ଅନ୍ୟ ଡଙ୍ଗା ସାହାଯ୍ୟରେ!-->!-->!-->…
ସୈଫଙ୍କୁ ନେଇ ରାଜନୀତି ଆରମ୍ଭ
କଂଗ୍ରେସ-ଟିଏମସିକୁ କ୍ଷମା ମାଗିବାକୁ କହିଲା ବିଜେପି
ମୁମ୍ବାଇ/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରୀରେ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଥାନେ ୱେଷ୍ଟରୁ ମୁମ୍ବାଇ ପୁଲିସ ଗିରଫ କରିଛି। ରାତ୍ରି ପ୍ରାୟ ୨-୩ରେ ପୁଲିସ ଅଭିଯୁକ୍ତକୁ ଗିରଫ!-->!-->!-->!-->!-->…