Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ
ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ
ପ୍ରଶାସନ କହୁଛି କେହି ଗୁରୁତର ନାହାନ୍ତି।
କମ୍ପାନୀ କହୁଛି ଅନ୍ୟକଥା ।
ପ୍ରଶାସନ ଓ କମ୍ପାନୀ ମଧ୍ୟରେ ରହୁନାହିଁ ତାଳମେଳ।
ରାଜଗାଙ୍ଗପୁର/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ରାଜଗାଙ୍ଗପୁର ଡାଲ୍ମିଆ ସିମେଣ୍ଟ ଭାରତ ଲିମିଟେଡ୍!-->!-->!-->!-->!-->!-->!-->!-->!-->!-->!-->…
ମାଓ ସଂଗଠନର ଟେକନିକାଲ କମାଣ୍ଡରର ଆତ୍ମସମର୍ପଣ
କୋଣ୍ଡାଗାଓଁ ଜିଲ୍ଲା ପୁଲିସ ନିକଟରେ ମାଓ ସଂଗଠନର ଟେକନିକାଲ କମାଣ୍ଡର ଗିଞ୍ଜୁର ରାମ ଉସେଣ୍ଡି ଓରଫ କମଲଦାସ ଉସେଣ୍ଡି(୪୫) ଆତ୍ମସମର୍ପଣ କରିଛି। କମଲଦାସ ଉସେଣ୍ଡି ନାମରେ ସରକାର ୫ ଲକ୍ଷ ଟଂକାର ପୁରସ୍କାର ରାଶି ଘୋଷଣା କରିଥିଲେ।
ମାଲକାନଗିରି/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) :!-->!-->!-->…
ପ୍ଲାଣ୍ଟ ଭିତରେ ତହସିଲଦାର ଓ ପୁଲିସ୍
ସିମେଣ୍ଟ ପ୍ଲାଣ୍ଟରେ କୋଲ୍ହପର୍ ଭୁଶୁଡ଼ିବା ଘଟଣା
ରାଜଗାଙ୍ଗପୁର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା!-->!-->!-->…
ମାଟିରେ ମିଶିବ ବୈକୁଣ୍ଠଧାମ ଆଶ୍ରମ
ଶୁକ୍ରବାର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ମାଟିରେ ମିଶିବ। ମାଇକ୍ ଯୋଗେ ବିଡ଼ିଏ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଛି। ସରକାରୀ ଜମି ଜବର ଦଖଲ କରି ବୈକୁଣ୍ଠଧାମ ତିଆରି ହୋଇଥିବା ବିଡ଼ିଏ ପକ୍ଷରୁ କୁହାଯାଇଛି । ଯଥାଶୀଘ୍ର ସେହି ଜମି ଖାଲି କରିବାକୁ ବିଡ଼ିଏ କହିଛି
ଭୁବନେଶ୍ୱର!-->!-->!-->…
ରାଜଧାନୀରେ ବିଭତ୍ସ ଦୃଶ୍ୟ: ଶିଶୁପୁତ୍ରର ମୃତଦେହ ଝୁଣି ଖାଇଲା କୁକୁର
ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇବା ଘଟଣା ଘଟିଛି। ମାନବିକତା ହରାଇଥିବା କେହି ଜଣେ ମଣିଷ ନବଜାତ ଶିଶୁର ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଥିବା କୁହାଯାଉଛି
ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ରାଜଧାନୀ ଭୁବନେଶ୍ବରରେ ଏକ!-->!-->!-->…
ସିମେଣ୍ଟ ପ୍ଲାଣ୍ଟରେ ଅଘଟଣ: କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଆଶଙ୍କା
ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି
ରାଜଗାଙ୍ଗପୁର/ଭୁବନେଶ୍ୱର!-->!-->!-->…
ପ୍ରାଣୀ ଉଦ୍ୟାନରେ ବାଘ ଶାବକର ମୃତ୍ୟୁ
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ଶାବକର ମୃତ୍ୟୁ ଘଟିଛି। ବୁଧବାର ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ, ପ୍ରାଣୀ ଉଦ୍ୟାନରେ ଚିକିତ୍ସାଧୀନ ବାଘ ଶାବକର ମୃତ୍ୟୁ ଘଟିଛି। ଶାବକଟି ୨ ନଭେମ୍ବର ୨୦୨୪ରେ ଜନ୍ମ ହୋଇଥିଲା
ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ନନ୍ଦନକାନନର ପ୍ରାଣୀ!-->!-->!-->…
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରୁ ୪କୋଟିର ଗଞ୍ଜେଇ ଜବତ
ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି
ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ!-->!-->!-->…
ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ
ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି
ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର!-->!-->!-->…
ଗହୀରମଥାରେ ମାଫିଆଙ୍କ ଆତଙ୍କରାଜ: ବନ ବିଭାଗ ଠାରୁ ଛଡ଼ାଇ ନେଲେ ଟ୍ରଲର
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅଧୀନ ଗହୀରମଥାରେ ମାଛ ମାଫିଆମାନେ ରବିବାର ଅପରାହ୍ଣରେ ଆତଙ୍କରାଜ ଖେଳାଇଛନ୍ତି। ସାମୁଦ୍ରିକ ଅଭୟାରଣ୍ୟରେ ପଶି ଉନ୍ମୁକ୍ତ କାଣ୍ଡ କରିଛନ୍ତି। ସମୁଦ୍ରରେ ବେଆଇନ୍ ଭାବେ ମାଛ ଧରିବା ବେଳେ ବନ ବିଭାଗର କର୍ମଚାରୀମାନେ ଅଟକାଇବାରୁ ଗୁଳି ଫୁଟାଇଛନ୍ତି।
!-->!-->!-->…