Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ନିଜ ସର୍ଭିସ୍ ରିଭଲଭରରୁ ଗୁଳି ମାରି ଜୀବନ ହାରିଲେ ସିଆଇଏସ୍ଏଫ୍ ଯବାନ
ରାଉରକେଲା ଇସ୍ପାତ କାରଖାନା ପରିସରରେ ଥିବା ଏସ୍ଏମ୍ଏସ୍ ଗେଟ୍ରେ ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ସେଠାରେ ରାତି ଡ୍ୟୁଟିରେ ଥିବା ଜଣେ ସିଆଇଏସ୍ଏଫ୍ ଯବାନ ନିଜ ସର୍ଭିସ୍ ରିଭଲଭରରୁ ଗୁଳି ମାରି ଜୀବନ ହାରିଛନ୍ତି।
ରାଉରକେଲା: ରାଉରକେଲା ଇସ୍ପାତ କାରଖାନା!-->!-->!-->…
ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ଉ
ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି
!-->!-->!-->…
ଭୁବନେଶ୍ବରରେ ଯୁବକଙ୍କୁ ହତ୍ୟା: ମହିଳା ସମେତ ୩ ଅଭିଯୁକ୍ତ ନୟାଗଡ଼ରୁ ଗିରଫ
ରାଜଧାନୀ ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍ ନିକଟରେ ବହୁଚର୍ଚ୍ଚିତ ସହଦେବ ସାହୁ ହତ୍ୟା ଘଟଣାରେ କମିସନରେଟ୍ ପୁଲିସର ସ୍ଵତନ୍ତ୍ର ଟିମ୍ ତିନି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୁଲିସ ଜଣେ ମହିଳା ସମେତ ୩ ଅଭିଯୁକ୍ତଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଗରିଫ କରିଥିବା ଜଣାଯାଇଛି।
!-->!-->!-->…
ବିମାନବନ୍ଦରରୁ ୧୦ କୋଟିର ମାରିଜୁଆନା ଜବତ
ମାଲେସିଆ ଭାୟା ଓଡ଼ିଶା ହୋଇ କୋଲକାତା ଯାଉଥିଲା
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବଡ଼ଧରଣର ନିଶାଦ୍ରବ୍ୟ କାରବାରର ପର୍ଦ୍ଦାଫାସ କରିଛି କଷ୍ଟମ୍ ବିଭାଗ। ମାଲେସିଆ ରାଜଧାନୀ କ୍ବାଲାଲମ୍ପୁରରୁ ଉତ୍କଟ ନିଶାଦ୍ରବ୍ୟ ମାରିଜୁଆନା ନେଇ ଆସିବା
ଭୁବନେଶ୍ୱର!-->!-->!-->!-->!-->…
ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି
ଟାଟା କଂପାନିରେ ଚାକିରି ନାଁରେ ଠକେଇ ମାମଲା
ବ୍ରହ୍ମପୁର/ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍ପି/ଏମ୍ଏଲ୍ଏ କୋର୍ଟରେ ସାଂସଦ ଶ୍ରୀ!-->!-->!-->…
କଡ଼ା ସୁରକ୍ଷା ବଳୟରେ ପ୍ରବାସୀ ଭାରତୀୟ ଦିବସ: ପୁଲିସ୍ ମାସ୍କଟ୍ ‘ହାଫି’ ଲୋକାର୍ପିତ
ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍ଯାପନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ।
ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଆସନ୍ତା ୮!-->!-->!-->…
ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ‘ସୁରକ୍ଷିତ... ଘରକୁ ଫେରନ୍ତୁ’ ସ୍ଲୋଗାନ ଦେଇଛନ୍ତି।
ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ସୁରକ୍ଷିତ ଘରକୁ!-->!-->!-->…
କଟକରେ ମୁମ୍ବାଇର ନକଲି ଇଲିସି
‘ଇଲିସି’ କହି ଦୁଇଗୁଣା ମୂଲ୍ୟରେ ‘ତୁମ୍ବା’ ବିକ୍ରି
କଟକ,୦୩-୦୧-୨୦୨୫(ବି.ଏନ .ଓ ) : ନକଲି ଖାଦ୍ୟ ସାମଗ୍ରୀ କାରବାରକୁ ନେଇ ବଦନାମ ହୋଇଥିବା କଟକ ସହରରେ ଏବେ ସବୁଠାରୁ ଦାମିକିଆ ମାଛ ‘ଇଲିସି’ର ନକଲି କାରବାର ଗ୍ରାହକଙ୍କ ପାଇଁ ଉଦବେଗର କାରଣ ହୋଇଛି। ଅବିକଳ ଇଲିସି ମାଛ ଭଳି ଦେଖିବାକୁ!-->!-->!-->…
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା
ଫସଲ ବୀମା କରିନଥିବା ଚାଷୀଙ୍କୁ ମିଳିବ ୨୯୧.୫୯ କୋଟି ଟଙ୍କାର ସହାୟତା
ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଏଥିରେ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି!-->!-->!-->…
ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ପରେ ଜାଗିଲା ମାଲକାନଗିରି ପୁଲିସ
ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଯାତ୍ରା ମଞ୍ଚରେ ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ସମୟରେ ମାଥିଲି ଥାନା ଆଇଆଇସିଙ୍କ ଉପସ୍ଥିତିକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିବା ପରେ ସଜାଗ ହୋଇଛି ମାଲକାନଗିରି ପୁଲିସ। ଗତକାଲି ଆଇଟମ୍ ଗାର୍ଲ ନିଶା ମହାରଣାଙ୍କ ସମସ୍ତ!-->…