Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ମଣ୍ଡିରେ ପଶି ନିଜର ଖରାପ ଧାନକୁ ପାର କରିବାକୁ ଦଲାଲଙ୍କ ଉଦ୍ୟମ
ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଜିଲ୍ଲାରେ ଏବେ ମଣ୍ଡି ଜୋରସୋରରେ ଚାଲୁ ରହିଥିବା ବେଳେ ଏଫଏକ୍ୟୁ ଧାନକୁ ନେଇ ଟଣାଓଟରା ମଧ୍ୟ ଚାଲିଛି। ଜିଲ୍ଲାରେ ଏବେ ଦଲାଲ ମାତିଛନ୍ତି। ଜିଲ୍ଲାରେ ୧୪ଟି ଲ୍ୟାମ୍ପସ ଏବଂ ଏସଏଚଜି ଅଧିନରେ ୬୫ଟି ମଣ୍ଡି ଚାଲୁଥିବା ବେଳେ ମଣ୍ଡି ଆରମ୍ଭ ହୋଇ!-->…
ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର
ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା - ଗୌନ୍ଦିଆ ପାସେଞ୍ଜର। ଝାରସୁଗୁଡ଼ା ରେଳ ଷ୍ଟେସନର ୨ ନମ୍ବର ପ୍ଲାଟଫର୍ମରେ ପଶିବା ବେଳକୁ ହେଲା ସର୍ଟ ସର୍କିଟ । ଆଜି ସକାଳ ୬ଟା୨୦ରେ ଘଟିଛି ଏହି ଘଟଣା। ସକାଳ ସାଢେ ୮ଟା ପରେ ଟ୍ରେନ ଚଳାଚଳ ସ୍ଵାଭାବିକ ହୋଇଛି।
!-->!-->!-->…
ଲୁଟିଆଙ୍କ ଟେର ପାଉନି କାକଟପୁର ଅସ୍ତରଙ୍ଗ ପୁଲିସ
ବାଇକିରେ ଆସିଲେ ମହିଳାଙ୍କ ଠାରୁ ସୁନା ଚେନ ଲୁଟିଲେ
ଅସ୍ତରଙ୍ଗ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦିନକୁ ଦିନ ପୁରୀ ଜିଲ୍ଲା ଅସ୍ତରଙ୍ଗ ଓ କାକଟପୁର ଅଞ୍ଚଳ ରେ ଲୁଟପାଟ ଏବଂ ରାହାଜାନି ବଢ଼ିବାରେ ଲାଗିଛି। ଲୁଟ ଘଟାଇ ଆଖି ପିଛୁଳାରେ ଚମ୍ପଟ ମାରୁଛନ୍ତି ଅପରାଧୀ।ଦିନ ଦ୍ବିପ୍ରହରରେ!-->!-->!-->…
ନିଗମାନନ୍ଦ ଭକ୍ତ ସମ୍ମିଳନୀ: ଆଖି ବୁଜିଲେ ୨ ଭକ୍ତ
ପୁରୀ-କୋଣାର୍କ ରୋଡ୍ ବାଲିଘାଇ ଛକସ୍ଥିତ ନିଗମାନନ୍ଦ ସାର୍ବଭୌମ ଭକ୍ତ ସମ୍ମିଳନୀରେ ଅଘଟଣ ଘଟିଛି। ସମ୍ମିଳନୀ ଚାଲିଥିବା ବେଳେ ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି। ସେମାନେ ହେଲେ ପଶ୍ଚିମବଙ୍ଗ ପଶ୍ଚିମ ମେଦିନୀପୁରର ରବୀନ୍ଦ୍ରନାଥ ପାଲ(୫୫) ଓ କଟକ ଜିଲ୍ଲା ସାଆନ୍ତସାହିର ଜଗନ୍ନାଥ ସାମଲ (୫୭)।
!-->!-->…
ଏମକେସିଜିରୁ ୪ ଡାକ୍ତର ବହିଷ୍କୃତ
ପିଜି ଛାତ୍ରଙ୍କୁ ହଷ୍ଟେଲରେ ଆକ୍ରମଣ ଘଟଣା
ବ୍ରହ୍ମପୁର/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ବ୍ରହ୍ମପୁର ଏମକେସିଜିରୁ ୪ଜଣ ଡାକ୍ତର ବହିଷ୍କୃତ ହୋଇଥିବା ଜଣାଯାଇଛି। ଏନେଇ ଡିଏମଇଟିଙ୍କ ନିର୍ଦ୍ଦେଶରେ ବିଧିବଦ୍ଧ ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମକେସିଜି ମେଡିକାଲ କଲେଜ!-->!-->!-->…
କେନ୍ଦୁଝର କାରାଗାରରୁ କଏଦୀ ଚମ୍ପଟ
କେନ୍ଦୁଝର/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦୀର୍ଘଦିନରୁ ସୁଯୋଗ ଖୋଜୁଥିଲା କଏଦୀ। ଗତକାଲି ଏହି ଅବସର ମିଳିବା ପରେ ଜେଲର ବିରାଟ କାନ୍ଥ ଡ଼େଇଁ ଖସିଯାଇଛି। କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରରୁ କଅଦୀ ଚମ୍ପଟ ହେବା ନେଇ ଥାନାରେ ଅଭିଯୋଗ ହୋଇଛିl କଏଦୀର ନାମ ହେଲା ପରେଶ ମୁଣ୍ଡା।!-->…
ଗଜପତିରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
ପାରଳାଖେମୁଣ୍ଡି/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଛନ୍ତି। ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଉପଲଡ଼ା ଓ!-->…
ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା!-->!-->!-->…
ଟେଣ୍ଡରରେ ସୀମିତ ମଶାଣି
ରାସ୍ତା କଡ଼ରେ କୁଢ଼କୁଢ଼ କୁକୁରଙ୍କ ଶବ
Bijay kumar panda
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଗୋଟିଏ କି ଦୁଇଟି ନୁହେଁ, ବରଂ କୁଢ଼କୁଢ଼ କୁକୁରଙ୍କ ଶବ। କିଛି ପଚି ଗଲାଣି, ଆଉ କିଛି ସଦ୍ୟ। ସାରା ଅଞ୍ଚଳ ଦୁର୍ଗନ୍ଧରେ ଭର୍ତ୍ତି। କେଉଁ ଜନଗହଳିରୁ ଦୂରରେ ନୁହେଁ, ବରଂ!-->!-->!-->!-->!-->…
ଭୁବନେଶ୍ବରରେ ସିରିଜ ଦୁର୍ଘଟଣା
ଏକାଧିକ ବ୍ୟକ୍ତି ଆହତ, ଚାପା ଉତ୍ତେଜନା ଜାରି
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ରାଜଧାନୀ ଭୁବନେଶ୍ବରରେ ସିରିଜ୍ ଦୁର୍ଘଟଣା ଘଟିଛି। ଜାଭିଅର ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସାଲିଆସାହି ରାସ୍ତାରେ ତଥା ଏକ କଲେଜ ସାମ୍ନାରେ ୪ଟି କାର୍, ଏକ ଭ୍ୟାନ୍ ଓ ଗୋଟିଏ!-->!-->!-->…