Browsing Category

ଜାତୀୟ

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ଉ

ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି

ଆବୁଝମାଡ଼ରେ ଏନକାଉଣ୍ଟର ଘଟଣା: ୫ ନକ୍ସଲ ଚିହ୍ନଟ

ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଆବୁଝମାଡ଼ ଜଂଗଲରେ ଗତ ୩ ତାରିଖ ଦିନ ହୋଇଥିବା ଏନକାଉଣ୍ଟରରେ ୫ ଜଣ ନକ୍ସଲଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିଲେ। ଏହି ୫ ଜଣ ନକ୍ସଲଙ୍କୁ ଚିହ୍ନଟ କରାଯାଇପାରିନଥିଲା। ମାଲକାନଗିରି/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ସୀମାନ୍ତ

କାଲି ପ୍ରବାସୀ ଭାରତୀୟ ଦିବସ ସ‌ମ୍ମେଳନ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ

ଭୁବନେଶ୍ବରରେ ଯୁବକଙ୍କୁ ହତ୍ୟା: ମହିଳା ସମେତ ୩ ଅଭିଯୁକ୍ତ ନୟାଗଡ଼ରୁ ଗିରଫ

ରାଜଧାନୀ ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ନିକଟରେ ବହୁଚର୍ଚ୍ଚିତ ସହଦେବ ସାହୁ ହତ୍ୟା ଘଟଣାରେ କମିସନରେଟ୍ ପୁଲିସର ସ୍ଵତନ୍ତ୍ର ଟିମ୍ ତିନି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୁଲିସ ଜଣେ ମହିଳା ସମେତ ୩ ଅଭିଯୁକ୍ତଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଗରିଫ କରିଥିବା ଜଣାଯାଇଛି।

ଚିଲିକାରେ ହେବ ପକ୍ଷୀ ମ୍ୟୁଜିୟମ୍‌:ଉପମୁଖ୍ୟମନ୍ତ୍ରୀ

ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଚିଲିକାର ସ୍ୱତନ୍ତ୍ର ସ୍ଥାନ ରହିଛି। ଭୌଗୋଳିକ ଅବସ୍ଥିତି ତଥା ଅନୁକୂଳ ପରିବେଶ ପାଇଁ କେଉଁ କାଳରୁ ଚିଲିକା ଏକ ପକ୍ଷୀ ତୀର୍ଥ ପାଲଟିଛି। ଦକ୍ଷିଣ ଆଫ୍ରିକାର ଭିକ୍ଟୋରିଆ ହ୍ରଦ ପରେ ଚିଲିକା ବିଶ୍ୱର ଦ୍ୱିତୀୟ ବୃହତ୍ତମ ପକ୍ଷୀ ହ୍ରଦ ଭାବରେ ସାରା ବିଶ୍ୱରେ

ବିମାନବନ୍ଦରରୁ ୧୦ କୋଟିର ମାରିଜୁଆନା ଜବତ

ମାଲେସିଆ ଭାୟା ଓଡ଼ିଶା ହୋଇ କୋଲକାତା ଯାଉଥିଲା ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବଡ଼ଧରଣର ନିଶାଦ୍ରବ୍ୟ କାରବାରର ପର୍ଦ୍ଦାଫାସ କରିଛି କଷ୍ଟମ୍‌ ବିଭାଗ। ମାଲେସିଆ ରାଜଧାନୀ କ୍ବାଲାଲମ୍ପୁରରୁ ଉତ୍କଟ ନିଶାଦ୍ରବ୍ୟ ମାରିଜୁଆନା ନେଇ ଆସିବା ଭୁବନେଶ୍ୱର

କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର

ଆଜି ସକାଳେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନେ ପହଞ୍ଚିବା ଆରମ୍ଭ କଲେଣି। ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବି ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :

ଏଚ୍‌ଏମ୍‌ପିଭିର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି: ସ୍ବାସ୍ଥ୍ୟମନ୍ତ୍ରୀ

ଦେଶରେ ଏଚ୍‌ଏମ୍‌ପିଭି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏଯାଏ କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ନାହିଁ। ଏଣୁ ଏହାକୁ ନେଇ ଆଦୌ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :

ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ

ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ସମ୍ମାନ