Browsing Category

ଜାତୀୟ

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି

ଟାଟା କଂପାନିରେ ଚାକିରି ନାଁରେ ଠକେଇ ମାମଲା ବ୍ରହ୍ମପୁର/ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍‌ପି/ଏମ୍‌ଏଲ୍‌ଏ ‌କୋର୍ଟରେ ସାଂସଦ ଶ୍ରୀ

୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ

ଡବଲ ଡେକର ବସ୍‌ର ଶୁଭାରମ୍ଭ; ବୁଲିବେ ପ୍ରବାସୀ ଭାରତୀୟ

ଭୁବନେଶ୍ବରରେ ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ଡବଲ ଡେକର ବସ୍‌ ଗଡ଼ିଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଡବଲ୍‌ ଡେକର

କଡ଼ା ସୁରକ୍ଷା ବଳୟରେ ପ୍ରବାସୀ ଭାରତୀୟ ଦିବସ: ପୁଲିସ୍ ମାସ୍କଟ୍ ‘ହାଫି’ ଲୋକାର୍ପିତ

ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଆସନ୍ତା ୮

୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ୯ରେ ଉଦବୋଧନ ହେବେ

ରାଜଧାନୀରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ ତାରିଖ ରାତି ୮ଟାରେ ବିମାନବନ୍ଦରରେ ଅବତରଣ କରିବେ। ୯ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ

ମହାପ୍ରସାଦ ନାଁରେ ଖଜା ବିକିପାରିବେନି:ଅରବିନ୍ଦ ପାଢ଼ୀ

ପୁରୀ/ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ରାୟଗଡ଼ା ରେଳ ଡିଭିଜନ୍‌ରୁ ଯାତାୟାତ, ପରିବହନ ସଂଯୋଗରେ ଉନ୍ନତି ଆଶା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ରାୟଗଡ଼ା ରେଳ ମଣ୍ଡଳ ପାଇଁ ମଧ୍ୟ ଶିଳାନ୍ୟାସ କରିବେ। ରାୟାଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୬

ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଜାନୁଆରି ୨୭ ତାରିଖରେ ସିଆଇଆଇ ପକ୍ଷରୁ ଏହାର ନ୍ୟାସନାଲ ଏକଜିକ୍ୟୁଟିଭ୍ କାଉନସିଲ୍‌ର ବୈଠକ ଅନୁଷ୍ଠିତ ହେବ। ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦବୋଧନ ଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ

ସୁରକ୍ଷା ମାଗିଲେ ୬ ବଡ଼ କମ୍ପାନି

ଆବଶ୍ୟକ ୧୦ ହଜାର ଫୋର୍ସ; ଖୋଲିବ ୪ ଓଆଇଏସ୍‌ଏଫ୍ ବାଟାଲିୟନ୍ କଟକ,୦୪-୦୧-୨୦୨୫ (ପିପିଏସ) : ଓଡ଼ିଶାରେ ୬ଟି ବଡ଼ କମ୍ପାନି ନିଜ ସଂସ୍ଥାର ସୁରକ୍ଷା ପାଇଁ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି। ଏଥିପାଇଁ ପାଖାପାଖି ୧୦ ହଜାର ପୁଲିସ ଫୋର୍ସର ଆବଶ୍ୟକତା ରହିଛି। ଓଡ଼ିଶା ପୁଲିସ୍‌ର

ପାସ୍‌ପୋର୍ଟ ପାଇଁ ଆପରାଧିକ ମାମଲା ବାଧକ ନୁହେଁ:ହାଇକୋର୍ଟ

କଟକ,୦୩-୦୧-୨୦୨୫(ପିପିଏସ) : ଜଣେ ବ୍ୟକ୍ତିଙ୍କ ବିରୋଧରେ କେବଳ ମାତ୍ର ଆପରାଧିକ ମାମଲା ବିଚାରାଧୀନ ଥିବା କାରଣରୁ ତାଙ୍କ ପାସ୍‌ପୋର୍ଟ ଅବରୋଧ ବା ବାଜ୍ୟାପ୍ତି କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଜଣେ ବ୍ୟକ୍ତିଙ୍କ ପାସ୍‌ପୋର୍ଟ ବାଜ୍ୟାପ୍ତି ନେଇ ପାସ୍‌ପୋର୍ଟ