Browsing Category

ଜାତୀୟ

‘ମନ୍ କି ବାତ୍’ରେ କଳାହାଣ୍ଡିର ଯୁବଚାଷୀ କୃଷ୍ଣଚନ୍ଦ୍ର ନାଗ

ଧର୍ମଗଡ଼/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଆଜିର ଆଧୁନିକ ଯୁଗରେ ଯୁବ ଗୋଷ୍ଠୀ ଚାଷ ପ୍ରତି ଆଗ୍ରହ ପ୍ରକାଶ କରୁନଥିବା ବେଳେ  କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ଜଣେ ଯୁବଚାଷୀ ଟମାଟୋ ଚାଷ କରି ନିଜେ ସ୍ୱାବଳମ୍ବୀ ହେବା ସହିତ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ବ ଲୋକଙ୍କୁ ନିଜ ବଗିଚାରେ

ଚାକିରି ନୁହେଁ, ନିଯୁକ୍ତିଦାତା ହେବାକୁ ପଡ଼ିବ: ଧର୍ମେନ୍ଦ୍ର

ଜଟଣୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଆଇଆଇଟି ଭୁବନେଶ୍ୱରକୁ ଗବେଷଣା ଓ ସୃଜନଶୀଳତାର ପେଣ୍ଠସ୍ଥଳୀ କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ରୁ ୭ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହାଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା ଏବଂ ବିକଶିତ

ଟ୍ରାଙ୍କୁଲାଇଜ ହେଲା ‘ଜୀନତ’

ବାରିପଦା/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରୁ ଖସି ଯାଇ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗରେ ପହଞ୍ଚି ଥିବା ୩ ବର୍ଷର ବାଘୁଣୀ ‘ଜୀନତ’ ରବିବାର ଟ୍ରାଙ୍କୁଲାଇଜ ହୋଇଛି। ପଶ୍ଚିମବଙ୍ଗର ବାଙ୍କୁଡ଼ା ଜିଲ୍ଲାରେ ବନ ବିଭାଗ ଟ୍ରାଙ୍କୁଲାଇଜ୍‌

ଡିସେମ୍ବର ୩୧, ଜାନୁଆରି ୧ରେ କେବଳ ସିଂହଦ୍ବାର ଦେଇ ଭକ୍ତଙ୍କ ପ୍ରବେଶକୁ ଅନୁମତି

ପୁରୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦୁଇ ଦିନ ପରେ କ୍ୟାଲେଣ୍ଡର ବର୍ଷ-୨୦୨୪ ବିଦାୟ ନେବ। ନୂଆବର୍ଷ-୨୦୨୫ ଆସିବ। ନୂଆବର୍ଷ ପାଇଁ ଯୁବପିଢ଼ି ଉତ୍ସାହିତ ଦେଖାଯାଇଛନ୍ତି। ମନ୍ଦିର, ପର୍ଯ୍ୟଟନ ସ୍ଥଳୀ, ହୋଟେଲ, ରେଷ୍ଟୁରାଣ୍ଟ, ପାର୍କ ଆଦି ସ୍ଥଳରେ ମଧ୍ୟ ପ୍ରସ୍ତୁତି କରାଯାଇଛି। ପୁରୀ

ଗଜପତିରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଦିନିକିଆ  ଗଜପତି ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଛନ୍ତି। ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଉପଲଡ଼ା ଓ

ଅଙ୍ଗନବାଡି କେନ୍ଦ୍ର ଉପରେ ମହଙ୍ଗା ମାଡ଼ 

:-ଅପପୁଷ୍ଟି ମୁକାବିଲା ଯୋଜନା ବାଟବଣା  :-ଅଣ୍ଡା ଗୋଟାକୁ ୮ଟଙ୍କା, ମିଳୁଛି ୫ଟଙ୍କା, ଡାଲି ଦର ଛୁଇଁଲାଣି ଦୁଇ ଶତକ ଅସ୍ତରଙ୍ଗ/ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ପୁରୀ ଜିଲ୍ଲା ଅସ୍ତରଙ୍ଗ  ବ୍ଲକ ଅଞ୍ଚଳରେ ଅଣ୍ଡା ଦର ହୁ ହୁ ହୋଇ ବଢ଼ି ଚାଲିବା ସହ ଡାଲି ଦର କ୍ରମାଗତ ଭାବେ

ବଢିବ ବ୍ଲକ ସଂଖ୍ୟା !

୭୫କିମି ଦୂରରେ ବସବାସ କରନ୍ତି ବୈପାରୀଗୁଡ଼ା ବ୍ଲକ୍‌ର ଏହି ଗାଁର ଲୋକେ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଜନସାଧାରଣଙ୍କ ନିକଟରେ ସୁଶାସନ ବ୍ୟବସ୍ଥା ପହଞ୍ଚାଇବାକୁ ହେଲେ ସ୍ଥାନୀୟ ଶାସନ ବ୍ୟବସ୍ଥାକୁ ଅତି ସରଳ କରିବାକୁ ପଡ଼ିବ। ଘର ଠାରୁ କମ୍‌ ଦୂରତାରେ ପଞ୍ଚାୟତ ଓ ବ୍ଲକ

ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର

ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା

ଡକ୍ଟର ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥି

ରାଜ୍ୟର ସମସ୍ତ ସ୍ୱାଧୀନତା ସଂଗ୍ରାମୀ ଓ ସେମାନଙ୍କ ପରିବାର ସଦସ୍ୟ ଏହି ମହୋତ୍ସବରେ ଯୋଗ ଦେବା ପାଇଁ ସାଂସଦ ଶ୍ରୀ ମହତାବ ଅନୁରୋଧ କରିଛନ୍ତି ଜାନୁଆରୀ ୨ରେ ସର୍ବଭାରତୀୟ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ମୁଖ୍ୟମନ୍ତ୍ରୀଙ୍କ

ଟଙ୍କା ଠକେଇ

ଗାଜିଆବାଦ୍‌ରୁ ମା’-ପୁଅଙ୍କୁ ବାନ୍ଧିଲା ଓଡ଼ିଶା ସାଇବର ପୁଲିସ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ସାଇବର ଥାନା ପୁଲିସ ମା’-ପୁଅଙ୍କୁ ଉତ୍ତରପ୍ରଦେଶର ଗାଜିଆବାଦ୍‌ରୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୀଲମ ଅଗ୍ରୱାଲ ଓ ତାଙ୍କର ପୁଅ ବଂଶ