Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
୨୮ରେ ଭୁବନେଶ୍ବର ଆସିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ!-->…
ଓଡ଼ିଶା ବିକାଶରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଏକାଧାରରେ ସାହିତ୍ୟିକ, ଗାଳ୍ପିକ, ସାମ୍ବାଦିକ, ସମାଜ ସଂସ୍କାରକ ତଥା ରାଜନେତା ଭାବେ ବେଶ ଜଣାଶୁଣା। ଦଳଗତ ନିର୍ବିଶେଷରେ ସେ ଥିଲେ ସମସ୍ତଙ୍କ ପ୍ରିୟ। ସେ ଥିଲେ ଅଜାତଶତ୍ରୁ। ଓୟୁଏଟିରେ ବାଜପେୟୀଙ୍କ ଜୟନ୍ତୀ ଓ ସୁଶାସନ!-->…
ପାରାଦୀପରେ ୬୧ହଜାର କୋଟିର ନାପ୍ଥା ପ୍ରକଳ୍ପ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ପାରାଦୀପରେ ଏକ ନାପ୍ଥା କ୍ରାକର୍ ପ୍ରକଳ୍ପ ସ୍ଥାପନ ହେବାକୁ ଯାଉଛି। ସେଥିରେ ୬୧ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଭାରତୀୟ ତୈଳ ନିଗମ ସେହି ପ୍ରକଳ୍ପ ସ୍ଥାପନ କରିବ। ତାହା ହେବ ଦେଶର ଅନ୍ୟତମ ସର୍ବବୃହତ ନାପ୍ଥା ପ୍ରକଳ୍ପ। ସେଥିରେ ରାଜ୍ୟ!-->…
ଅସାଧୁ ବ୍ୟବସାୟୀଙ୍କୁ ନିସ୍ତାର ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ୧୯୮୬ ମସିହା ଡିସେମ୍ବର ୨୪ତାରିଖରେ ଉପଭୋକ୍ତା ସୁରକ୍ଷା ଆଇନ ପ୍ରଣୟନ ହୋଇଥିଲା। ଏହି ଆଇନରେ ବ୍ୟବସାୟୀ ସଂସ୍ଥାକୁ ଉତ୍ତରଦାୟୀ କରିବା ପାଇଁ ଯଥେଷ୍ଟ ପ୍ରାବଧାନ ନ ଥିଲା। ଏହାର ସୁଯୋଗ ନେଇ ୨୦୧୦ ମସିହାରେ ଓଡ଼ିଶାରେ ଟିଟ୍ଫଣ୍ଡ ସଂସ୍ଥା ମାଧ୍ୟମରେ!-->…
ଓଡ଼ିଶା ପାଇଁ ୪୫୫ କୋଟି
ନୂଆଦିଲ୍ଲୀ/ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : କେନ୍ଦ୍ର ସରକାର ଓଡ଼ିଶା ଓ ରାଜସ୍ଥାନର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ପଞ୍ଚଦଶ ଅର୍ଥ ଆୟୋଗ (ଏକ୍ସଭି ଏଫସି) ଅନୁଦାନ ରାଶି ପ୍ରଦାନ କରିଛନ୍ତି। ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ!-->…
ଓସିଏ ଆପେକ୍ସ କାଉନ୍ସିଲ ବୈଠକ
ବାରବାଟୀ ଏକଦିବସୀୟ ପାଇଁ ପ୍ରସ୍ତୁତି
କଟକ,୨୪-୧୨-୨୦୨୪ (ପିପିଏସ) : ଆସନ୍ତା ବର୍ଷ ଫେବ୍ରୁଆରି ୯ତାରିଖରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଆନ୍ତର୍ଜାତିକ ମ୍ୟାଚ୍କୁ ଦୃଷ୍ଟିରେ ରଖି ରବିବାର ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ)ର ଆପେକ୍ସ କାଉନ୍ସିଲ ବୈଠକ ଅନୁଷ୍ଠିତ ହୋଇଛି। ଏହି!-->!-->!-->…
ଅଜ୍ଞାତ ମୃତଦେହ ଚିହ୍ନଟରେ ବାୟୋମେଟ୍ରିକ୍ସର ଉପଯୋଗ ପାଇଁ ଶାହଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଅଜ୍ଞାତ ମୃତଦେହ ଏବଂ ନିଖୋଜ ବ୍ୟକ୍ତି ମିଳିବା ପରେ ଚିହ୍ନଟ କରିବା ପାଇଁ ବାୟୋମେଟ୍ରିକ୍ ଟେକ୍ନୋଲୋଜି ବ୍ୟବହାର କରିବା ଆବଶ୍ୟକ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି। ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ସହିତ!-->…
ରୋଜଗାର ମେଳା ଯୁବବର୍ଗଙ୍କୁ ସଶକ୍ତ କରୁଛି : ପ୍ରଧାନମନ୍ତ୍ରୀ
ଦେଶକୁ ବିଶ୍ୱଗୁରୁ କରାଇବାକୁ ହେଲେ ଯୁବ ଗୋଷ୍ଠୀ ଆତ୍ମନିର୍ଭର ହେବା ଉଚିତ : ଆଇନ ମନ୍ତ୍ରୀ
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ରୋଜଗାର ମେଳା ଯୁବବର୍ଗଙ୍କୁ ସଶକ୍ତ କରୁଛି ଓ ସେମାନଙ୍କ ସାମର୍ଥ୍ୟକୁ ଉଜାଗର କରୁଛି। ଭାରତର ଯୁବ ପିଢ଼ି ନୂଆ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ଓ ସବୁ!-->!-->!-->…
ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଏକ ମଡେଲ୍: ଉପମୁଖ୍ୟମନ୍ତ୍ରୀ
ଆଇଏମ୍ଡିର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ସମ୍ବଲପୁର ବାଲେଶ୍ବର, ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଡପ୍ଲର୍ ରାଡାର୍
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଭାରତ ପାଣିପାଗ ବିଭାଗ(ଆଇଏମ୍ଡି)ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ ଦିବସୀୟ!-->!-->!-->…
ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ
ମାତ୍ର ୩୫ ଦିନରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମିତ ହୋଇଛି
କଟକ,୨୪-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ କାଠଯୋଡ଼ି ନିକଟ ବେଲ-ଭ୍ୟୁ!-->!-->!-->!-->!-->…