Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ। ଏନେଇ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ। ଏହାଦ୍ୱାରା ଓଦା ଓ ପରିବା ବର୍ଜ୍ୟବସ୍ତୁର ପ୍ରକ୍ରିୟାକରଣରୁ ପ୍ରସ୍ତୁତ ହେବ ସିଏନଜି ଗ୍ୟାସ।
ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ।!-->!-->!-->…
ଅଲବିଦା ଉସ୍ତାଦ
ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି। କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର!-->…
କୋଣାର୍କରେ ଲୁଟେରା ସକ୍ରିୟ
୪ ମହିଳାଙ୍କ ସମେତ ୬ ଆନ୍ତଃରାଜ୍ୟ ଚୋର ଗିରଫ
କୋଣାର୍କ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କୁ ଆନ୍ତଃରାଜ୍ୟ ଚୋରମାନେ ଟାଗେର୍ଟ କରିଛନ୍ତି। ଦେଶ-ବିଦେଶରୁ ପ୍ରତ୍ୟେକ ଦିନ ଆସୁଥିବା ପର୍ଯ୍ୟଟକମାନେ ଦାମୀ ମୋବାଇଲ!-->!-->!-->…
ଶପଥ ନେଲେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ୩୯ ମନ୍ତ୍ରୀ
ବିଜେପିରୁ ସର୍ବାଧିକ ୧୯, ଶିବସେନାରୁ ୧୧ ଏବଂ ଏନସିପିରୁ ୯ ମନ୍ତ୍ରୀ
ମୁମ୍ବାଇ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ମହାରାଷ୍ଟ୍ର କ୍ୟାବିନେଟର ମନ୍ତ୍ରିମଣ୍ଡଳ ରବିବାର ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଅଜିତ ପାଓ୍ବାରଙ୍କ!-->!-->!-->…
ଅସୁସ୍ଥ ଲାଲକୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ /ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଶନିବାର ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୟାସାଧିକ କାରଣରୁ ସେ ଅସୁସ୍ଥ ହୋଇପଡ଼ିଥିବା କୁହାଯାଉଛି। ଆଡଭାନୀଙ୍କୁ ଏବେ!-->…
‘ଗରିବୀ ହଟାଓ’ ଦେଶର ସବୁଠୁ ବଡ଼ ଜୁମଲା ଥିଲା : ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଗୋଟିଏ ଶବ୍ଦ ଆମ କଂଗ୍ରେସ କର୍ମୀମାନଙ୍କ ପାଇଁ ଅତ୍ୟନ୍ତ ପ୍ରିୟ ରହିଆସିଛି । ସେହି ଶବ୍ଦଟି ହେଉଛି ‘ଜୁମଲା’ । କିନ୍ତୁ ସମଗ୍ର ଦେଶ ଜାଣେ ଯେ ଯଦି ଦେଶରେ କୌଣସି ବଡ଼ ଜୁମଲା ଥିଲା, ତେବେ ତାହା ଥିଲା ଗରିବୀ ହଟାଓ।
ନୂଆଦିଲ୍ଲୀ/ଭୁବନେଶ୍ୱର!-->!-->!-->…
ମହାକୁମ୍ଭରେ ଓଡ଼ିଆ ଭାଷା: ଷ୍ଟେସନରେ ସ୍ୱତନ୍ତ୍ର ଓଡ଼ିଆ କିଓସ୍କ
ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ ଡିଜିଟାଲ ସୁବିଧା ଉପଲବ୍ଧ କରାଯାଇଛି। ବିନା କାହାର ସହାୟତାରେ ଶ୍ରଦ୍ଧାଳୁ ଡିଜିଟାଲ କିଓସ୍କ ମାଧ୍ୟମରେ ସମ୍ପୂର୍ଣ୍ଣ ସୁବିଧା ପାଇବେ।
ପ୍ରୟାଗରାଜ/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ!-->!-->!-->…
ପୁରୀ-କୋଣାର୍କ ବେଳାମାର୍ଗରେ ଆରମ୍ଭ ହେଲା ୬ଷ୍ଠ ଇକୋ ରିଟ୍ରିଟ
ଚଳିତବର୍ଷ ୬ଷ୍ଠ ଥର ପାଇଁ ପୁରୀ-କୋଣାର୍କ ବେଳାମାର୍ଗ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁଣି ଆୟୋଜିତ ହୋଇଛି ଇକୋ-ରି ଟ୍ରିଟ। ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ସବକୁ ଉଦ୍ଘାଟନ କରିଥିଲେ।
!-->!-->!-->…
ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ମହଙ୍ଗା ପଡ଼ିଲା
ବିଦାହେଲେ ଅଙ୍ଗନବାଡି କର୍ମୀ
କୁଆରମୁଣ୍ଡା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ମହଙ୍ଗା ପଡ଼ିଛି। ସତ୍ୟ ଜଣାପଡ଼ିବା ପରେ ଅଙ୍ଗନବାଡ଼ି କର୍ମୀ ଚାକିରିରୁ ବିଦା ହୋଇଛନ୍ତି। ଏଭଳି ଏକ ଘଟଣା ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ବ୍ଲକ୍ର ଏକ!-->!-->!-->…
ପଠାଣି ସାମନ୍ତଙ୍କ ଜନ୍ମସ୍ଥାନରେ ହେବ ପ୍ଲାନେଟାରିୟମ
ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରୟ ବଡ଼ ଘୋଷଣା କରିଛନ୍ତି। ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ କରିବେ।
ଭୁବନେଶ୍ୱର!-->!-->!-->…