Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
ହ୍ୟୁଷ୍ଟନ୍ରେ ଆୟୋଜନ ହେବନି ଅଦିନିଆ ରଥଯାତ୍ରା, ବାତିଲ କଲା ଇସ୍କନ୍
ମହାପ୍ରଭୁଙ୍କ ଭକ୍ତଙ୍କ ପାଇ ଭଲ ଖବର ଆସିଛି। କୋଟିକୋଟି ଓଡ଼ିଆ ଯାହା ଦାବି କରୁଥିଲେ, ତାହା ହିଁ ହୋଇଛି। ଇସ୍କନ୍ର ପ୍ରତକ୍ଷ୍ୟ ତତ୍ବାବଧାନରେ ଆମେରିକୀୟ ସହର ହ୍ୟୁଷ୍ଟନ୍ରେ ଆୟୋଜନ ହେବାକୁ ଥିବା ରଥଯାତ୍ରା ବାତିଲ ହୋଇଛି।
ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଜଗନ୍ନାଥପ୍ରେମୀଙ୍କ!-->!-->!-->…
ପୁଣି ବୋମା ଆତଙ୍କ: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ
ପୁଣି ବିମାନରେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିମାନବନ୍ଦରରେ ଇଣ୍ଡିଗୋ ବିମାନର ହେଲା ଜରୁରୀ ଅବତରଣ କରିଥିବାର ଖବର ମିଳିଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ କରିଛି ବିମାନ।
ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ପୁଣି ବିମାନରେ ବୋମା!-->!-->!-->…
ନନ୍ଦନକାନନ ଏକ୍ସପ୍ରେସ ଉପରକୁ ଗୁଳିମାଡ଼, କାରଣ ଅସ୍ପଷ୍ଟ
ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଭଦ୍ରକ-ବାଉଦପୁର ସେକସନ୍ ମଝିରେ ଏହି ଗୁଳିମାଡ଼ ହୋଇଥିବା ଜଣାଯାଇଛି।
ଭଦ୍ରକ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ନୂଆଦିଲ୍ଲୀରୁ!-->!-->!-->!-->!-->…
ଜନସ୍ୱାସ୍ଥ୍ୟ ନୀରିକ୍ଷଣରେ ଉତ୍କୃଷ୍ଟତା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟ୍ ସମ୍ବର୍ଦ୍ଧିତ
ନୂଆଦିଲ୍ଲୀରେ ଆଇଡିଏସପିର ୨୦ ବର୍ଷିଆ ସ୍ମାରକୀ କାର୍ଯ୍ୟକ୍ରମ
ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ନୂଆଦିଲ୍ଲୀରେ ଆୟୋଜିତ ଆଇଡିଏସପିର ୨୦ ବର୍ଷିଆ ସ୍ମାରକୀ କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ନିରୀକ୍ଷଣକ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟକୁ ସମ୍ବର୍ଦ୍ଧିତ!-->!-->!-->…
୬ବର୍ଷ ପରେ ବି ସରୁନି ଏନ୍ଏଚର ୧୦ ପ୍ରକଳ୍ପ କାମ
କୋରାପୁଟ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଯେଉଁ ଅଂଚଳର ଗମନାଗମନର ବିକାଶ ହେବ ସେହି ଅଂଚଳର କୃଷି, ବ୍ୟବସାୟ ସହ ଆର୍ଥନୈତିକ ସ୍ବଚ୍ଛଳତା ସବୁ ବର୍ଗ ଲୋକଙ୍କର ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋରାପୁଟ ଜିଲ୍ଲା ଦେଇ ଯାଇଥିବା ୨ଟି ଡିଭିଜନର ଜାତୀୟ ରାଜପଥ ୨୬ ଓ!-->…
କାର ଭିତରେ ଖେଳୁ ଖେଳୁ ଲକ୍ କରିଦେଲେ ଡୋର୍, ଚାଲିଗଲା ୪ ଶିଶୁଙ୍କ ଜୀବନ
ଗୁଜୁରାଟ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : କାର୍ ଡୋର ଖୋଲା ରଖିବା କେତେ ବିପଦପୂର୍ଣ୍ଣ ହୋଇଥାଏ ତାହା ଦେଖିବାକୁ ମିଳିଛି ଗୁଜରାଟର ଏକ ଘଟଣାରୁ। କାର ଭିତରେ ଅଣନିଃଶ୍ଵାସୀ ହୋଇ ଚାଲିଯାଇଛି ୪ ଶିଶୁଙ୍କ ଜୀବନ। ସମସ୍ତ ଶିଶୁଙ୍କ ବୟସ ୨ରୁ ୭ ବର୍ଷ ମଧ୍ୟରେ। ଗୁଜରାଟର ଅମରେଲି ଅନ୍ତର୍ଗତ!-->…
ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୮ ତାରିଖରୁ ବିଦେଶ ଗସ୍ତ କରିବେ। ଏହି ଗସ୍ତକାଳରେ ସେ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁରରେ ରହିବେ। ସେଠାରେ ଶ୍ରୀ ମାଝୀ ମେକ୍ ଇନ୍ ଓଡ଼ିଶା, ଉତ୍କର୍ଷ ଓଡ଼ିଶା-୨୦୨୫ ପାଇଁ ରୋଡ୍ ସୋ’ କରିବେ।
ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) :!-->!-->!-->…
ଦିଲ୍ଲୀର ୬୯ ପ୍ରତିଶତ ପରିବାର ପ୍ରଦୂଷଣ ସମ୍ବନ୍ଧିତ ସମସ୍ୟାର ଶିକାର
ଦିଲ୍ଲୀରେ ପୂର୍ବରୁ ଯେତିକି ବାୟୁ ପ୍ରଦୂଷଣ ଥିଲା, ଦୀପାବଳି ପାଳନ ପରେ ତାହା ଯଥେଷ୍ଟ ଅଧିକ ବଢ଼ିଯାଇଛି। ଏକ ସର୍ବେକ୍ଷେଣରୁ ଜଣାପଡ଼ିଛି ଯେ ବାୟୁ ଗୁଣବତ୍ତା ଖରାପ ହେବାପରେ ଦିଲ୍ଲୀ-ଏନସିଆରର ଅବସ୍ଥା ପୂରାପୂରି ବିଗିଡ଼ି ଯାଇଛି।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୨-୧୧-୨୦୨୪(ପିପିଏସ) :!-->!-->!-->!-->!-->…
ନୂଆ ବିବାଦ ଛିଡ଼ାକଲା ଇସ୍କନ୍
ସ୍ନାନଯାତ୍ରା ବାତିଲ, ରଥଯାତ୍ରା ପାଇଁ ପ୍ରସ୍ତୁତି!
ଅଦିନିଆ ରଥଯାତ୍ରାକୁ ସବୁ ମହଲରୁ ଦୃଢ଼ ବିରୋଧ କରାଯିବା ପରେ ନଭେମ୍ବର ୩ରେ ଆମେରିକାର ହଷ୍ଟନ୍ଠାରେ ଆୟୋଜିତ ହେବାକୁ ଥିବା ସ୍ନାନଯାତ୍ରାକୁ ଇସ୍କନ୍ ବାଦ୍ ଦେଇଛି।
ଏମିତିକି ନିଜ ସାମାଜିକ ଗଣମାଧ୍ୟମରେ ସ୍ନାନଯାତ୍ରା!-->!-->!-->!-->!-->!-->!-->…
ତୁଷୁରା ଏୟାର ଷ୍ଟ୍ରିପର ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ୮୯୦ କୋଟି ଟଙ୍କା ମୂଲ୍ୟରେ ଜଳ ସେଚନ, ସ୍ବାସ୍ଥ୍ୟ ଭିତ୍ତିଭୂମି, ପାଇପ ଜଳ ଯୋଗାଣ, ସେତୁ ନିର୍ମାଣ, ସଡକ ନିର୍ମାଣ ଭଳି ସମୁଦାୟ ୮୩ଟି ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି।
!-->!-->!-->!-->!-->…