Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
ଠପ ହେବ ଟ୍ରାମ ସେବା!
କୋଲକାତା/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର କୋଲକାତାରେ ଟ୍ରାମ ସର୍ଭିସ କେବଳ ଯେ ଟ୍ରାନ୍ସପୋର୍ଟ ମୋଡ଼ ତାହା ନୁହେଁ ଏହା ହେଉଛି ୧୫୦ବର୍ଷର ପୁରୁଣା ଇତିହାସ। କୋଲକାତାବାସୀଙ୍କ ଏହି ଟ୍ରାମ ସର୍ଭିସ ସହିତ ଗଭୀର ଭାବେ ଜଡ଼ିତ। ପ୍ରକାଶିତ ରିପୋର୍ଟ ମୁତାବକ,‘ ପଶ୍ଚିମବଙ୍ଗର!-->…
କ’ଣ ରାହୁଲ ଗାନ୍ଧୀ ଏମଏସପିର ସଂପୂର୍ଣ୍ଣ ଅର୍ଥ ଜାଣିଛନ୍ତି : ଅମିତ ଶାହା
ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : କୃଷକଙ୍କ ସ୍ୱାର୍ଥକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କରି ପ୍ରଶ୍ନ କରିଛନ୍ତି ଯେ ସେ ଏମଏସପିର ସମ୍ପୂର୍ଣ୍ଣ ଅର୍ଥ ଜାଣିଛନ୍ତି କି? ସେ ଆହୁରି ମଧ୍ୟ କହିଛନ୍ତି ଯେ ହରିୟାଣାର!-->…
ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବଢ଼ାଇଲା କେନ୍ଦ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : କେନ୍ଦ୍ର ସରକାରଙ୍କ ବିଭିନ୍ନ ପ୍ରତିଷ୍ଠାନରେ କାର୍ଯ୍ୟରତ ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ବିଭିନ୍ନ ସଂସ୍ଥାରେ କୋଠା ନିର୍ମାଣ, ମାଲ ବୋଝେଇ ଓ ଖଲାସ, ସୁରକ୍ଷା, ସଫେଇ, ହାଉସକିପିଂ,!-->…
ଭର୍ତ୍ତୃହରି ମହତାବ ଅର୍ଥ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ
୨୦୧୪ରେ ଅର୍ଥମବୀ ଅରୁଣ ଜେଟ୍ଲିଙ୍କ ପ୍ରସ୍ତାବକୁ ଗ୍ରହଣ କରିନଥିଲେ ନବୀନ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ସଂସଦର ଗୁରୁତ୍ୱପୂର୍ଣ୍ଣ ଅର୍ଥ ଷ୍ଟାଣ୍ଡିଙ୍ଗ୍ କମିଟିର ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି । ପାର୍ଲାମେଣ୍ଟାରୀ!-->!-->!-->…
କାନ୍ଦିଲେ ଶ୍ରେୟା ଭାବବିହ୍ବଳ ହେଲେ ବିଗବି
‘କୌନ ବନେଗା କରୋଡ଼ପତି’ର ସୋ ରେ ବୃଦ୍ଧାଙ୍କ ଦୁଃଖ ବଖାଣିଲେ ସୋନୁ କାନ୍ଦିଲେ ଶ୍ରେୟା ଭାବବିହ୍ବଳ ହେଲେ ଦର୍ଶକ ଓ ବିଗବି। ଲେଖକ ପୁଅ ନିର୍ଯାତନା ଦେଇ ମା’ର ଜୀବନ ନେଲା।
ମୁମ୍ବାଇ/ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): ‘କୌନ ବନେଗା କରୋଡ଼ପତି’ର ନିକଟତର ଅଧ୍ୟାୟରେ କଣ୍ଠଶିଳ୍ପୀ ଶ୍ରେୟା!-->!-->!-->…
ହରିଆଣା ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧା
ନୂଆଦିଲ୍ଲୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ) : ହରିଆଣାରେ ଆଗାମୀ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୁଆନା ନିର୍ବାଚନମଣ୍ଡଳୀରେ ସବୁଠାରୁ ରୋଚକ ଲଢ଼େଇ ଦେଖିବାକୁ ମିଳିବ। ଏହି ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧାଙ୍କର ଦଙ୍ଗଲ ସମସ୍ତଙ୍କୁ ଆକର୍ଷିତ କରିଛି। ଜୁଆନାର!-->…
ମାଲାୟାଲାମ୍ ଚଳଚ୍ଚିତ୍ରରେ ଓଡ଼ିଶୀ ଗୀତ
ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଦେଶର ଅଗ୍ରଗଣ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ କେରଳ ଅନ୍ୟତମ।
ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଲୟାଲି ସିନେମାର ଢେର୍ ପ୍ରାଧାନ୍ୟ ରହିଛି।
ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଦେଶର ଅଗ୍ରଗଣ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ କେରଳ ଅନ୍ୟତମ। ଦକ୍ଷିଣ ଭାରତୀୟ!-->!-->!-->!-->!-->!-->!-->…
ମହଙ୍ଗା ହେଲା ସୋରିଷ ଓ ସୋୟାବିନ ତେଲ
ନୂଆଦିଲ୍ଲୀ /ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଦେଶରେ ବିଭିନ୍ନ ଖାଇବା ତେଲର ଦାମ ବଢିଚାଲିଛି । ଗତ ସପ୍ତାହରେ ବିଭିନ୍ନ ଖାଇବା ତେଲର ଦର ହାରାହାରି ୧୦ ପ୍ରତିଶତ ବୃଦ୍ଧି ପାଇଛି । ବିଶେଷକରି ସୋରିଷ ତେଲ, ସୋୟବିନ ତେଲ, ସୂର୍ଯ୍ୟମୂଖୀ ଓ ପାମ୍ ଅଏଲର ମୂଲ୍ୟ ବୃଦ୍ଧି ପାଇଛି ।
ଦେଶରେ!-->!-->!-->…
ଆମେ ତିରୁପତି ମନ୍ଦିରକୁ କେବେ ଘିଅ ଦେଇନୁ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୧-୦୯-୨୦୨୪ (ପିପିଏସ): ଆନ୍ଧ୍ରର ତିରୁପତି ଜିଲ୍ଲାର ତିରୁମାଲା ମନ୍ଦିରରେ ଦିଆଯାଇଥିବା ପ୍ରସାଦରେ ପଶୁ ଚର୍ବିର ବ୍ୟବହାରକୁ ନେଇ ଅମୁଲ ଶୁକ୍ରବାର ଦିନ ସ୍ପଷ୍ଟୀକରଣ ଦେଇଛି। ଅମୁଲ କହିଛି ଯେ ତିରୁମାଲା ତିରୁପତି ଦେବସ୍ଥାନମ୍ (ଟିଟିଡି)କୁ ସେ କେବେ ବି ଘିଅ!-->…
ନୂଆଁଖାଇ ଦେଶରେ ନୂଆ ପରିଚୟ ତିଆରି କରିଛି: ଧର୍ମେନ୍ଦ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୦୯-୨୦୨୪ (ପିପିଏସ): ଗଣପର୍ବ “ନୂଆଁଖାଇ” ସାରା ଦେଶରେ ଓଡ଼ିଶାର ନୂଆ ପରିଚୟ ତିଆରି କରିଛି। ଗାଁରୁ ସହର, ରାଜ୍ୟରୁ ଦେଶ ତଥା ବିଦେଶରେ ମଧ୍ୟ ଓଡ଼ିଆମାନେ ଉତ୍ସାହ ଉଦ୍ଦୀପନାରେ ଏହି ପର୍ବ ସହ ଯୋଡିହେବା ଖୁସିର ବିଷୟ ବୋଲି ଶନିବାର ନୂଆଦିଲ୍ଲୀ ଠାରେ ‘ଜୁହାର୍!-->…