Browsing Category

ଜାତୀୟ

ଶୁଆର ୨ଘଣ୍ଟାର ଅସ୍ତ୍ରୋପଚାର

୨୧ବର୍ଷ ଶୁଆର ହେଲା ସଫଳ ଟ୍ୟୁମର ଅସ୍ତ୍ରୋପଚାର। ମାଲିକ ବିଶ୍ବକର୍ମା ଶୁଆ ବେକରେ ଗଣ୍ଠି ଭଳି ଥିବା ଅନୁଭବ କରି ପ୍ରାଣୀ ଚିକିତ୍ସକଙ୍କ ପରାମର୍ଶ ନେବା ପରେ ହୋଇଥିଲା ଅସ୍ତ୍ରୋପଚାର। ନୂଆଦିଲ୍ଲୀ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ): ମଧ୍ୟପ୍ରଦେଶର ସତନା ଜିଲ୍ଲାରୁ ଏକ

ଦାବି ମାନିବାକୁ ରାଜିହେଲେ ମମତା

କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍‌ ଗୋୟଲଙ୍କୁ ତାଙ୍କ ପଦରୁ ହଟାଇ ଦିଆଯିବ ବୋଲି ମମତା ସ୍ପଷ୍ଟ କରିଛନ୍ତି।

ଦେଶରେ ଜନଗଣନା ପାଇଁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ଜନଗଣନା ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଥିଲେ ମଧ୍ୟ ଏହି ପ୍ରକ୍ରିୟାରେ ଜାତି ସମ୍ବନ୍ଧୀୟ ସ୍ତମ୍ଭକୁ ଅନ୍ତର୍ଭୁକ୍ତ କରିବା ନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ନିଆଯାଇନାହିଁ। ସୂତ୍ରରୁ ରବିବାର ଏହି ସୂଚନା ଦିଆଯାଇଛି। ନାମ ଗୋପନ ରଖିବା

ମାଓବାଦୀଙ୍କ ବର୍ବର କାଣ୍ଡ : ଶିକ୍ଷା ଦୂତଙ୍କୁ ପିଟି ପିଟି ମାରିଦେଲେ

ସୁକମା/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ଓଡ଼ିଶା ସୀମାନ୍ତରେ ନକ୍ସଲଙ୍କ ବର୍ବରତା। ଛତିଶଗଡ଼ ସୁକମାରେ ଜଣେ ଶିକ୍ଷା ଦୂତଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ମୃତ ଶିକ୍ଷା ଦୂତଙ୍କ ନାଁ ଦୁଧି ଅର୍ଜୁନ। ତାଙ୍କୁ ନକ୍ସଲମାନେ ପିଟିପିଟି ହତ୍ୟା କରିଛନ୍ତି । ସ୍ଥାନୀୟ ଶିକ୍ଷିତ ଯୁବକଙ୍କୁ ଶିକ୍ଷା

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରୱାଲ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ମଦ ନୀତି ମାମଲାରେ ତିହାର ଜେଲରୁ ମୁକ୍ତ ହେବାର ୨ ଦିନ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ଘୋଷଣା କରିଛନ୍ତି ଯେ ସେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦେବେ। କେଜ୍ରିୱାଲ୍‌ ଗୁରୁତ୍ୱାରୋପ କରିଛନ୍ତି ଯେ ଆମ୍ ଆଦମୀ ପାର୍ଟି

ଗୁଣି ସନ୍ଦେହରେ ଗୋଟିଏ ପରିବାରର ୫ ଜଣଙ୍କୁ ପିଟି ପିଟି ମାରିଦେଲେ

ସୁକମା/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ଛତିଶଗଡ଼ର ସୁକମାରେ ଗୁଣି ଗାରେଡ଼ି ଓ କଳାଯାଦୁ କରୁଥିବା ସନ୍ଦେହରେ ୫ ଜଣଙ୍କୁ ଲାଠିରେ ପିଟି ପିଟି ହତ୍ୟା କରାଯାଇଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି। ଏହି ଘଟଣା ଘଟିଛି କୋଣ୍ଟା ଥାନା ଅଧୀନ ଇଟାଲ ଗାଁରୁ। ସମସ୍ତ ମୃତକ ଇଟାଲ ଗ୍ରାମର

ରାଉରକେଲା ଓ ବ୍ରହ୍ମପୁର ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍

ରାଉରକେଲା/ବ୍ରହ୍ମପୁର/ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ରାଉରକେଲା-ହାୱାଡ଼ା ଓ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

୪ର୍ଥ ସର୍ବଭାରତୀୟ ରାଜଭାଷା ସମ୍ମିଳନୀ ଉଦଘାଟିତ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ) : ଶନିବାର ନୂଆଦିଲ୍ଲୀର ପ୍ରଗତି ମୈଦାନସ୍ଥିତ ଭାରତ ମଣ୍ଡପମ୍ ରେ ହିନ୍ଦୀ ଦିବସ ଏବଂ ଚତୁର୍ଥ ସର୍ବଭାରତୀୟ ରାଜଭାଷା ସମ୍ମିଳନୀର ଉଦଘାଟନୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ତଥା

ସମାଜର ଦୁର୍ବଳଶ୍ରେଣୀଙ୍କୁ ସେବା ବର୍ତ୍ତମାନର ଆହ୍ୱାନ : ପ୍ରଫେସର ସାନ୍ୟାଲ୍

ସ୍ୱରାଜ ଆଶ୍ରମ ପରିଦର୍ଶନ କଲେ ହରିଜନ ସେବକ ସଂଘ ରାଷ୍ଟ୍ରୀୟ ସଭାପତି ବର୍ଷକ ମଧ୍ୟରେ ପ୍ରସ୍ତୁତ ହେବେ ୧ହଜାର ‘ଗାନ୍ଧୀ ସେବକ’ ଦିଲ୍ଲୀ ମୁଖ୍ୟାଳୟରେ ପାଳନ ହେବ ଡକ୍ଟର ମହତାବଙ୍କ ୧୨୫ତମ ଜୟନ୍ତୀ ‘ଗାଁ ଓ ବସ୍ତିରେ ସେବାପାଇଁ ଏକ ଘଣ୍ଟା ଅଭିଯାନ’ର ଶୁଭାରମ୍ଭ କଟକ,୧୪-୦୯-୨୦୨୪

ରିହାତି ଦରରେ ପିଆଜ ବିକ୍ରି

ନୂଆଦିଲ୍ଲୀ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ପିଆଜ ଦର ବୃଦ୍ଧି ଯୋଗୁ ଅସୁବିଧାରେ ପଡ଼ିଥିବା ଜନସାଧାରଣଙ୍କୁ ଶନିବାର ଦିନ ବ୍ୟାପାର ମନ୍ତ୍ରଣାଳୟ କିଛି ଆଶ୍ବସ୍ତି ପ୍ରଦାନ କରିଛି। ସେପ୍ଟେମ୍ବର ୫ରୁ ସରକାର ସବସିଡିଯୁକ୍ତ ପିଆଜ ବିକ୍ରୟ ପାଇଁ ପଦକ୍ଷେପ ନେଇଥିଲେ। ବର୍ତ୍ତମାନ ଖବର ଆସୁଛି