Browsing Category

ଜାତୀୟ

୨-୧ ଗୋଲ୍‌ରେ ପାକିସ୍ତାନକୁ ପରାଜିତ କଲା ଭାରତ

ବେଜିଂ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ

ଆସନ୍ତା ବର୍ଷ ଶେଷ ସୁଦ୍ଧା ୯୦,୦୦୦ ଛୁଇଁପାରେ ସୁନା !

ଅନ୍ତର୍ଜାତିକ ବଜାରରେ ସ୍ପଟ୍ ସୁନା ୧.୬ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ପିଛା ୨,୫୫୧.୧୯ ଡଲାର ରେ ପହଞ୍ଚିଥିବା ବେଳେ ଆମେରିକାର ସୁନା ଫ୍ୟୁଚର ୧.୪ ପ୍ରତିଶତ ବୃଦ୍ଧି ପାଇ ୨,୫୭୮.୯୦ ଡଲାରରେ ପହଞ୍ଚିଛି। ନୂଆଦିଲ୍ଲୀ/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ): ସୁନା ଦର ପୁଣି ଥରେ ରେକର୍ଡ

ଗଣମାଧ୍ୟମକୁ ଦେଖି ଅଶ୍ଲୀଳ ଇଙ୍ଗିତ କଲେ ଦର୍ଶନ

ଗଣମାଧ୍ୟମକୁ ଦେଖି ଅଶ୍ଲୀଳ ଇଙ୍ଗିତ କଲେ କନ୍ନଡ଼ ସୁପରଷ୍ଟାର ଦର୍ଶନ । ଭାଇରାଲ ହେଲା ଭିଡିଓ । ପ୍ରଶଂସକ ରେଣୁକା ସ୍ବାମୀଙ୍କ ହତ୍ୟା ମାମଲାରେ ଏବେ ଜେଲରେ ଅଛନ୍ତି ଦର୍ଶନ । ନୂଆଦିଲ୍ଲୀ/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ଗଣମାଧ୍ୟମକୁ ଦେଖି ଅଶ୍ଲୀଳ ଇଙ୍ଗିତ କଲେ କନ୍ନଡ଼

ପ୍ରଜାତନ୍ତ୍ର ପରିସରରେ “ଡକ୍ଟର ଶଙ୍କର କୁମାର ସାନ୍ୟାଲ୍”

କଟକ,୧୩-୦୯-୨୦୨୪ (ପିପିଏସ) : ଗାନ୍ଧିଜୀଙ୍କ ଦ୍ୱାରା ପ୍ରତିଷ୍ଠିତ ‘ହରିଜନ ସେବକ ସଂଘ’ ର ଜାତୀୟ ସଭାପତି ପ୍ରଫେସର ଡକ୍ଟର ଶଙ୍କର କୁମାର ସାନ୍ୟାଲ୍ ‘ପ୍ରଜାତନ୍ତ୍ର’ ପରିସରରେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଡକ୍ଟର ସାନ୍ୟାଲ୍ ସଂଘର

‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ

ନୂଆଦିଲ୍ଲୀ/ଭୁବନେଶ୍ବର,୧୨-୦୯-୨୦୨୪ (ପିପିଏସ) : ଗ୍ଲୋବାଲ ବାୟୋ ଇଣ୍ଡିଆ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ ଖୋଲାଯାଇଛି । ରାଜ୍ୟର ବିଭିନ୍ନ ବାୟୋ ଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶ ଗ୍ରହଣ କରି ସେମାନଙ୍କ ଅଭିନବ ଜ୍ଞାନକୌଶଳ ଓ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି। ବାୟୋ ଟେକ୍ନୋଲୋଜି

ପରଲୋକରେ ସିପିଆଇଏମ ନେତା ସୀତାରାମ ୟେଚୁରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍‌ଫୁସ୍‌

ଅମିତ ଶାହା ହେଲେ ସଂସଦୀୟ ସରକାରୀ ଭାଷା କମିଟି ଅଧ୍ୟକ୍ଷ : ଶୁଭେଚ୍ଛା ଜଣାଇଲେ ସାଂସଦ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧-୦୯-୨୦୨୪ (ପିପିଏସ) : କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ସର୍ବସମ୍ମତି କ୍ରମେ ସଂସଦୀୟ ସରକାରୀ ଭାଷା କମିଟିର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ନୂତନ ସରକାର ଗଠନ ପରେ ଆଜି ନୂଆଦିଲ୍ଲୀରେ ସରକାରୀ ଭାଷା ଉପରେ ସଂସଦୀୟ କମିଟି ଗଠନ ପାଇଁ

୧୫ରୁ ଓଡ଼ିଶାକୁ ଆଉ ୩ଟି ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର/ ୧୦-୦୯-୨୦୨୪ (ପିପିଏସ): ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା

ଅସୁରକ୍ଷିତ ଯୌନ ସମ୍ପର୍କ ଯୋଗୁ ବଢୁଛି ମଙ୍କିପକ୍ସ ସଂକ୍ରମଣ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ): ଭାରତ ସରକାର ନିଶ୍ଚିତ କରିଛନ୍ତି ଯେ ଦେଶରେ ମଙ୍କିପକ୍ସର ଏକ ନୂଆ ମାମଲା ଚିହ୍ନଟ ହୋଇଛି। କିନ୍ତୁ, ଏହା ମଧ୍ୟ କୁହାଯାଇଛି ଯେ ଏହା ଏକ ପୃଥକ ମାମଲା।  ତେବେ ଏହି ଭୁତାଣୁର ଷ୍ଟ୍ରେନ୍ ବିଶ୍ବସ୍ବାସ୍ଥ୍ୟ ସଂଗଠନ ବିଶ୍ବସ୍ତରରେ ଜନସ୍ୱାସ୍ଥ୍ୟ

ସୁରକ୍ଷା ପାଇଁ ଚିନ୍ତିତ ଥିବା ବାପା ଝିଅ ମଥାରେ ଖଞ୍ଜିଲେ କ୍ୟାମେରା

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଦିନକୁ ଦିନ ସମାଜରେ ଅପରାଧ ସଂଖ୍ୟା ବୃଦ୍ଧି ପାଇବାଲରେ ଲାଗିଛି। ଏଭଳି କ୍ଷେତ୍ରରେ ନାରୀମାନଙ୍କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଯାଇଛି। ଅଭିଭାବକମାନେ ସେମାନଙ୍କ କନ୍ୟାମାନଙ୍କ ସୁରକ୍ଷା ପାଇଁ ଚିନ୍ତିତ ହୋଇପଡ଼ିଛନ୍ତି।