Browsing Category

ଜାତୀୟ

ସ୍ତ୍ରୀ ଓ ନବଜାତକୁ ହସ୍ପିଟାଲରୁ ଡିସଚାର୍ଜ କରିବା ପାଇଁ ଦୁଇବର୍ଷର ପୁଅକୁ କଲେ ବିକ୍ରି

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଉତ୍ତରପ୍ରଦେଶର କୁଶୀନଗର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଓ ନବଜାତକୁ ହସ୍ପିଟାଲରୁ ଡିସଚାର୍ଜ କରିବା ପାଇଁ ନିଜର ଦୁଇବର୍ଷର ପୁଅକୁ ବିକ୍ରି କରି ଦେଇଥିଲେ। ଏହି ଘଟଣା ସାମ୍ନାକୁ

ସ୍ବର୍ଣ୍ଣ ଜିତିଲେ ଇନକମ ଟ୍ୟାକ୍ସ ଇନ୍ସପେକ୍ଟର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ଭାରତ ଏ ପର୍ଯ୍ୟନ୍ତ ୭ ସ୍ଵର୍ଣ୍ଣ, ୯ ରୌପ୍ୟ ଓ ୧୩ କାଂସ୍ୟ ପଦକ ଜିତି ସାରିଛି। ଅର୍ଥାତ ପାରାଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ସଂଖ୍ୟା ୨୯କୁ

ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି

ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ପରେ, ସମସ୍ତ ରାଜ୍ୟକୁ ମାର୍ଗଦର୍ଶିକା ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଦେଶରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବା ପରେ କେନ୍ଦ୍ର ସରକାରଙ୍କ ଚେତା ପଶିଛି । ୧୫ ଦିନ ତଳେ ପଡ଼ୋଶୀ ପାକିସ୍ତାନରେ ଏକାଧିକ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ହେଁ ଭାରତ ସରକାରଙ୍କ ପକ୍ଷରୁ କୌଣସି ଆଗୁଆ

ଖୁବ୍‌ଶୀଘ୍ର କମିବ ପେଟ୍ରୋଲ ଦର! ୨ରୁ ୩ ଟଙ୍କା କମିବା ସମ୍ଭାବନା

୨ରୁ ୩ ଟଙ୍କା କମିବା ସମ୍ଭାବନାମାର୍ଚ୍ଚ ୧୪ରେ ୨ ଟଙ୍କା କମିଥିଲା୭୩ ଡଲାର ତଳେ ଅଶୋଧିତ ତେଲ ଭୁବନେଶ୍ବର/୦୮-୦୯-୨୦୨୪(ପିପିଏସ): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୭୩ ଡଲାର ତଳକୁ ଏବେ ଖସିଆସିଛି। ଏଥିସହିତ ଆମେରିକା, ଚୀନ ଏବଂ ୟୁରୋପୀୟ ଦେଶଗୁଡ଼ିକରେ ମଧ୍ୟ

ସ୍ବତନ୍ତ୍ର ଅଲିମ୍ପିକ୍ସ ଜାତୀୟ ବୋଲିଂ: ଓଡ଼ିଶାକୁ ସ୍ବର୍ଣ୍ଣ ଓ କାଂସ୍ୟ

ଭୁବନେଶ୍ବର/୦୮-୦୯-୨୦୨୪(ପିପିଏସ): ନୂଆଦିଲ୍ଲୀର ରୁବ୍ ମଲ୍ଲ ଜୋରେକୋରେ ଅନୁଷ୍ଠିତ ସ୍ବତନ୍ତ୍ର ଅଲିମ୍ପିକ୍ସ ଖେଳାଳିଙ୍କ ପ୍ରଥମ ଜାତୀୟ ବୋଲିଂ ପ୍ରତିଯୋଗିତାରେ ଓଡ଼ିଶାକୁ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ଓ କାଂସ୍ୟ ପଦକ ମିଳିଛି। ଅସୀମା ଐଶ୍ବର୍ଯ୍ୟା ଓ ସଂଗୀତା ନାୟକଙ୍କୁ ନେଇ ଗଠିତ ଓଡ଼ିଶା

ଲକ୍ଷ୍ନୌରେ ଭୁଷୁଡ଼ିଲା ୩ମହଲା କୋଠା : ୪ ମୃତଦେହ ଉଦ୍ଧାର, ୨୮ ଜଣ ଗୁରୁତର

ଲକ୍ଷ୍ନୌ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଉତ୍ତର ପ୍ରଦେଶର ଲକ୍ଷ୍ନୌ ଠାରେ ଥିବା ଟ୍ରାନ୍ସପୋର୍ଟ ନଗରରେ ଗୋଟିଏ ୩ ମହଲା ବିଶିଷ୍ଟ ବିଲଡିଂ ଭୁଶୁଡ଼ିବା ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ଧ୍ୱଂସାବଶେଷ ୪ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ସେହିପରି ଆଉ ୨୮ ଜଣ ଗୁରୁତର

ଧୋନି-ସଚିନଙ୍କଠାରୁ ଅଧିକ ଆୟକର ଦେଉଛନ୍ତି ବିରାଟ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଟିମ୍ ଇଣ୍ଡିଆର ରନ୍ ମେସିନ୍ ବିରାଟ କୋହଲି ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ସେ ଶେଷ ଥର ପାଇଁ ଶ୍ରୀଲଙ୍କା ବିପକ୍ଷରେ ଓଡିଆଇ ସିରିଜ୍ ଖେଳିଥିଲେ ଏବଂ ଆଗକୁ ସେପ୍ଟେମ୍ବର ୧୯ରୁ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ଭାଗ ନେବେ ।

୨୦୨୬ରେ ବିଜୟ ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ:ଅମରେନ

ଚେନେଇ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ବିଜୟଙ୍କ ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦି ଗ୍ରେଟେଷ୍ଟ ଅଫ୍‌ ଅଲ୍‌ ଟାଇମ୍‌’ ଗୁରୁବାର ମୁକ୍ତିଲାଭ କରିଛି। ଏଥିରେ ଅଭିନେତା ପ୍ରେମଗୀ ଅମରେନ ମଧ୍ୟ ଗୁରୁତ୍ଵପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରର ଗ୍ରାଣ୍ଡ୍ ରିଲିଜ୍‌କୁ ନେଇ

ଓଡ଼ିଶାର ୨ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଓଡ଼ିଶାର ଦୁଇ ଶିକ୍ଷକଙ୍କ ସମେତ ଦେଶର ୮୨ ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଜାତୀୟ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। କେନ୍ଦ୍ର ଶିକ୍ଷା