Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
କଂଗ୍ରେସରେ ସାମିଲ ହେବେ ଭିନେଶ-ବଜରଙ୍ଗ !
ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ ପୂର୍ବରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ନିର୍ବାଚନ ପୁର୍ବରୁ କଂଗ୍ରେସ ଦଳରେ ନୂଆ ମୁହଁକୁ ସାମିଲ କରି ମଇଦାନକୁ ଓହ୍ଲାଇବ ବୋଲି ଚର୍ଚ୍ଚା ହେଉଛି। ଲୋକପ୍ରିୟ ମହିଳା ରେସଲର ଭିନେଶ ଫୋଗାଟ କଂଗ୍ରେସର!-->!-->!-->…
ବିଜେପିରେ ସୁଜିତ କୁମାର
ନୂଆଦିଲ୍ଲୀ:/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ପଦ୍ମ ଧରିଲେ ସୁଜିତ କୁମାର । ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ।ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ । କ୍ଷମତାରୁ ହଟିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ବଡ଼!-->!-->!-->…
ଆମ୍ବୁଲାନ୍ସରେ ବି ସୁରକ୍ଷିତ ନାହାନ୍ତି ମହିଳା
ଉତ୍ତରପ୍ରଦେଶ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଯୌନ ନିର୍ଯାତନକୁ ବିରୋଧ କଲେ ମହିଳା । ଅକ୍ସିଜେନ ମାସ୍କ କାଢ଼ି ସ୍ବାମୀକୁ ମାରିଦେଲା ଅମ୍ବୁଲାନ୍ସ ଚାଳକ । ଉତ୍ତରପ୍ରଦେଶର ଗାଜିପୁରରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା। ଅର୍ଥାଭାବରୁ ମହିଳା ନିଜ ସ୍ବାମୀଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ!-->!-->!-->…
ସିବିଆଇକୁ ସୁପ୍ରିମ୍କୋର୍ଟଙ୍କ ପ୍ରଶ୍ନ
ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଦ୍ବାରା ନ୍ୟାୟିକ ହେପାଜତରେ ଥିବାବେଳେ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିବା ହେତୁ ସିବିଆଇକୁ ଆଜି ଶୁଣାଣି ବେଳେ ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ!-->!-->!-->…
କେଜ୍ରିୱାଲ୍ଙ୍କ ଜାମିନ୍ ଆବେଦନକୁ ସିବିଆଇର ବିରୋଧ
ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅଭିଯୁକ୍ତଙ୍କ ସହ ବିଚାର କରାଯିବା ଉଚିତ ନୁହେଁ ବୋଲି କହି ତାଙ୍କ ଜାମିନ୍କୁ ବିରୋଧ କଲା ସିବିଆଇ।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିୱାଲ୍ଙ୍କ ଜାମିନ୍ ଆବେଦନ ଉପରେ!-->!-->!-->!-->!-->…
ଦୁଷ୍କର୍ମ ଓ ଯୌନ ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦେବ “ଅପରାଜିତା”
କୋଲକାତା/ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : ଦୁଷ୍କର୍ମ ଏବଂ ଯୌନ ଅପରାଧ ବିରୋଧରେ ଆଇନକୁ କଠୋର କରିବାକୁ ଲକ୍ଷ୍ୟ ରଖି ପଶ୍ଚିମବଙ୍ଗ ବିଧାନସଭାରେ ସର୍ବସମ୍ମତି କ୍ରମେ 'ଅପରାଜିତା' ବିଲ୍ ପାରିତ ହୋଇଛି। ଗତ ମାସରେ ଆର.ଜି କର ମେଡିକାଲ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କ!-->…
ସୁଧୁରୁ ନାହାଁନ୍ତି କଙ୍ଗନା : ଫିଲ୍ମ “ଏମରଜେନ୍ସି” କୁ ନେଇ କହିଦେଲେ ଏମିତି କଥା !
ନୂଆଦିଲ୍ଲୀ/ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : କଙ୍ଗନାଙ୍କ ଫିଲ୍ମ "ଏମରଜେନ୍ସି" ରିଲିଜ୍ ଉପରେ ରୋକ୍ ଲଗାଇଛନ୍ତି ସେନ୍ସର ବୋର୍ଡ। ତେବେ ନିଷେଧାଦେଶ ଉପରେ ରାଗିଯାଇ ଏମପି ତଥା ଅଭିନେତ୍ରୀ କଙ୍ଗନା ରଣାୱତ ନିଜ ଅସନ୍ତାଷ ଝାଡିବା ସହ ଭାଜପାକୁ ମଧ୍ୟ ସିଧା ଶୁଣେଇ ଦେଇଛନ୍ତି । ଏକ!-->…
ଛତିଶଗଡ଼ ଏନ୍କାଉଣ୍ଟର୍ରେ ୯ ନକ୍ସଲ ମୃତ
ନୂଆଦିଲ୍ଲୀ/ଭୁବନେଶ୍ୱର ୦୩-୦୯-୨୪ (ପିପିଏସ): ଛତିଶଗଡ଼ର ଦନ୍ତେୱାଡ଼ାରେ ସୁରକ୍ଷା କର୍ମୀଙ୍କ ସହ ହୋଇଥିବା ଏନକାଉଣ୍ଟରରେ ନଅ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଦନ୍ତେୱାଡ଼ା ଏବଂ ବିଜାପୁର ଜିଲ୍ଲା ସୀମାରେ ନକ୍ସଲମାନଙ୍କ ଉପସ୍ଥିତି ସମ୍ପର୍କରେ ଗୁପ୍ତଚର ଆଧାରରେ ତଥ୍ୟ ପାଇ ଏକ ପୁଲିସ ଦଳ!-->!-->!-->…
ଦୋଷୀ ସାବ୍ୟସ୍ତ ହେଲେ ବି ବୁଲଡୋଜର ଚାଲିବା ଉଚିତ୍ ନୁହେଁ : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୨-୯-୨୪(ପିପିଏସ) : ବୁଲଡୋଜର ସହ ଜଡ଼ିତ ମାମଲାର ଶୁଣାଣି ସେପ୍ଟେମ୍ବର ୨ ସୋମବାର ଦିନ ସୁପ୍ରିମକୋର୍ଟ(ଏସସି )ରେ ଆରମ୍ଭ ହୋଇଛ। ଯେଉଁଥିରେ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଜଷ୍ଟିସ ଗଭାଇ ଏବଂ ଜଷ୍ଟିସ କେ.ଭି ବିଶ୍ୱନାଥନଙ୍କ ବେଞ୍ଚରେ ନିଜର ଯୁକ୍ତି!-->…
କୃଷକଙ୍କୁ ମୋଦୀ ସରକାରଙ୍କ ଉପହାର : ୨୮୧୭ କୋଟି ବିନିଯୋଗରେ ଡିଜିଟାଲ କୃଷି ମିଶନ
ନୂଆଦିଲ୍ଲୀ/ଭୁବନେଶ୍ୱର,୨-୯-୨୪(ପିପିଏସ) : କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷକଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ ମିଳିଛି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି । କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ ସୋମବାର କ୍ୟାବିନେଟ୍ ୭ଟି!-->…