Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
ଶୁଟିଂରେ ବ୍ରୋଞ୍ଜ ପଦକ ଜିତିଲେ ରୁବିନା : ଭାରତର ପଦକ ସଂଖ୍ୟା ୪ ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସରେ ଆଜି ଭାରତ ପାଇଁ ୧୦ ମିଟର ଏୟାର ପିସ୍ତଲ (ଏସ୍ଏଚ୍ ୧) ରେ ପଦକ ଜିତିଛନ୍ତି ରୁବିନା ଫ୍ରାନ୍ସିସ। ସେ ଏହି ଇଭେଣ୍ଟରେ ଦେଶ ପାଇଁ ବ୍ରୋଞ୍ଜ ପଦକ କବଜା କରିଛନ୍ତି । ଏଥିସହ ଶୁଟିଂରେ ଭାରତର ପଦକ ସଂଖ୍ୟା ୪ ଓ ମୋଟ!-->…
ଶିବାଜୀଙ୍କ ଷ୍ଟାଚ୍ୟୁ ଭୁଶୁଡ଼ିବା ଘଟଣା : କଣ୍ଟ୍ରାକ୍ଟର କୁ ବାନ୍ଧିଲା ପୁଲିସ୍
ମୁମ୍ବାଇ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ୩୫ ଫୁଟ ଉଚ୍ଚ ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡ଼ିବା ଘଟଣାର ୫ ଦିନ ପରେ ପ୍ରଥମ ଗିରଫଦାରୀ ହୋଇଛି । ଏହି ମାମଲାରେ କଣ୍ଟ୍ରାକ୍ଟର ଚେତନ ପାଟିଲଙ୍କୁ ଆଜି ଭୋରରୁ ବାନ୍ଧିଛି ପୁଲିସ୍ ।
କୋହ୍ଲାପୁର!-->!-->!-->…
ଲେଡିଜ ହଷ୍ଟେଲ ୱାଶରୁମରେ ଗୁପ୍ତ କ୍ୟାମେରା : ଚାଲିଛି ନଗ୍ନ ଚିତ୍ରର ବ୍ୟବସାୟ
*ବିକ୍ରି ହୋଇଛି ୩୦୦ ଫଟୋ-ଭିଡିଓ *ବଏଜ୍ ହଷ୍ଟେଲର ଜଣେ ଛାତ୍ର ଗିରଫ *ନ୍ୟାୟ ଦାବି କରି ଛାତ୍ରୀ ମାନଙ୍କର ଆନ୍ଦୋଳନ
ଅମରାବତୀ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କ ସୁରକ୍ଷା ନେଇ ଚାଲିଥିବା ଅସନ୍ତୋଷ ମଧ୍ୟରେ ପୁଣି ଏକ ବିବ୍ରତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଆନ୍ଧ୍ର ପ୍ରଦେଶର!-->!-->!-->…
ପଦ୍ମ ଧରିଲେ ଚମ୍ପାଇ ସୋରେନ୍
ରାଞ୍ଚି/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ!-->…